ଝାରସୁଗୁଡାରେ ବିଜେପିର ବିଜୟୀ ଉତ୍ସବ

ଝାରସୁଗୁଡା (ବଡ଼ ଖବର ବ୍ୟୁରୋ): ଝାରସୁଗୁଡାରେ ନବନିର୍ବାଚିତ ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ବିଜୟ ଶୋଭାଯାତ୍ରା ।  ବିଧାୟକ ଟଙ୍କଧର ତ୍ରିପାଠୀ ପହଞ୍ଚିବା ପରେ ବିଜେପି ପକ୍ଷରୁ ଏକ ବିଜୟୀ ଶୋଭାଯାତ୍ରା ବାହାରିଥିଲା । ଏହି ଶୋଭାଯାତ୍ରା ମନମୋହନ ସ୍କୁଲ ପଡ଼ିଆରୁ ବାହାରି ଝଣ୍ଡା ଛକ, ମଙ୍ଗଲବଜାର, ରେଲୱେ ଷ୍ଟେସନ ଛକ , ପୁରୁଣା ବସଷ୍ଟାଣ୍ଡ ଦେଇ ବେହେରାମାଲ ଯାଏ ଯାଇଥିଲା । ଶୋଭାଯାତ୍ରା ସମୟରେ ବିଭିନ୍ନ ସଂଗଠନଙ୍କ ପକ୍ଷରୁ ରାସ୍ତାରେ ମିଠା ସରବତ ବଣ୍ଟନ କରାଯାଇଥିଲା । ଝାରସୁଗୁଡା ବାସୀ ଯେଉଁ ଆଶ୍ରିବାଦ,ସ୍ନେହଶ୍ରଦ୍ଧା ଦେଇଛନ୍ତି ସେଥିପାଇଁ ଋଣୀ ବୋଲି କହିଛନ୍ତି ବିଧାୟକ ଟଙ୍କଧର ତ୍ରିପାଠୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ