Masthead

କୁଏତରୁ ଫେରିଲା ୨ ଓଡ଼ିଆଙ୍କ ମୃତଦେହ: ମୃତକଙ୍କ ପରିବାରକୁ ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  କୁଏତରେ ଭୟାବହ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ୨ ଓଡ଼ିଆଙ୍କ ପରିବାରକୁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ତିଗିରିଆର ମହମ୍ମଦ ଜହୁର ଓ ଗଂଜାମ ଜିଲ୍ଲା ପୁରୁଷୋତମପୁର ବ୍ଲକ ରଣଝାଲି ଗାଁର ସନ୍ତୋଷ ଗୌଡଙ୍କ ଶୋକ ସନ୍ତପ୍ତ ପରିବାରକୁ ୪ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆଜି ଦୁଇ ମୃତକଙ୍କ ମୃତଦେହ କେରଳରୁ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ସେମାନଙ୍କ ଗାଁ ଅଭିମୁଖେ ଯାଇଛି । ତେବେ ଭୁବନେଶ୍ୱରରେ ସେମାନଙ୍କ ମୃତଦେହ ଆସି ପହଞ୍ଚିବା ପରେ ଦୁଇ ଉପମୁଖ୍ୟମନ୍ତ୍ରୀଙ୍କ ସହ ଅନ୍ୟ ଦଳୀୟ ନେତାମାନେ ପହଞ୍ଚି ଶ୍ରଦ୍ଧାଞ୍ଜଳି ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ