Masthead

୧୭୬ଟି ବିରଳ କଇଁଛ ଜବତ, ୪ ଗିରଫ ।

କଳାହାଣ୍ଡି(ବଡ଼ ଖବର ବ୍ୟୁରୋ): କଇଁଛ ଚୋରା ଚାଲାଣ ବେଳେ ଦୁଇ ବାଇକ ସହ ଚାରିଜଣଙ୍କୁ କାବୁ କଲା ବନବିଭାଗ । କଳାହାଣ୍ଡି ଜିଲ୍ଲା ଗତମୁଣ୍ଡା ଠାରୁ ଉମରକୋଟ ଅଞ୍ଚଳକୁ ଚାଲାଣ ହେଉଥିବା ବେଳେ ବିଶେଷ ସୂତ୍ରରୁ ଖବର ପାଇ ଝରିଗାଁ ବନାଞ୍ଚଳ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚିଥିଲେ । ଗୋବିନ୍ଦ ନାୟକଙ୍କ ନେତୃତ୍ୱରେ ବନବିଭାଗ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ପାଖାପାଖି ଦୁଇକୁଇଣ୍ଟାଲ କଇଁଛ ମୋଟ ୧୭୬ଟି ଜିଅନ୍ତା କଇଁଛ ଉଦ୍ଧାର କରିଥିଲେ । ଉଦ୍ଧାର କଇଁଛ ଗୁଡିକ ଝରିଗାଁ ସେଣ୍ଟ୍ରାଲ ନର୍ସରୀରେ ରଖାଯାଇଥିବା ବେଳେ ଚୋରାଚାଲାଣ କରୁଥିବା ଚାରିଜଣକୁ ବର୍ତ୍ତମାନ ଗିରଫ କରାଯାଇଛି ଗିରଫ ଚାରିଜଣ କଳାହାଣ୍ଡି ଅଞ୍ଚଳର ହୋଇଥିବା ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ?