Masthead

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ: ବସ ମାଲିକ ସଂଘ ଓ କର୍ମଚାରୀ ସଂଘ ସହିତ ଆଲୋଚନା କଲେ ଜିଲ୍ଲା ପ୍ରଶାସନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ କୋରାପୁଟ ବସ ମାଲିକ ସଂଘ ଓ କର୍ମଚାରୀ ସଂଘ ସହିତ ଆଲୋଚନା କଲେ ଜିଲ୍ଲା ପ୍ରଶାସନ । କୋରାପୁଟରେ ସ୍ଵାଭାବିକ ହେଲା ବସ ଚଳାଚଳ । ସାଧାରଣ ଯାତ୍ରୀଙ୍କ ସ୍ୱାର୍ଥକୁ ପ୍ରାଥମିକତା ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ । କୋରାପୁଟରେ ଉଭୟ ବସ ସଂଘ ମଧ୍ୟରେ ଉପୁଜିଥିବା ବିବାଦ ଯୋଗୁଁ ଜିଲ୍ଲାରେ ବସ ଚଳାଚଳରେ ବ୍ୟାଘାତ ଘଟିଥିଲା ଓ ଯାତ୍ରୀମାନେ ଅସୁବିଧାର ସମ୍ମୁଖୀନ ହେଉଥିଲେ । ଉଭୟ ସଂଘ ମଧ୍ୟରେ ଆଲୋଚନା ଓ ବୁଝାମଣା ଫଳରେ ଏବେ କୋରାପୁଟ ଜିଲ୍ଲାରେ ବସ ଚଳାଚଳ ସ୍ବାଭାବିକ ହୋଇଛି । ସାଧାରଣ ଯାତ୍ରୀଙ୍କ ସ୍ୱାର୍ଥକୁ ସର୍ବଦା ପ୍ରାଧାନ୍ୟ ଦେବାକୁ ପରିବହନ ବିଭାଗ, ଉଭୟ ସଂଘ ଓ ଜିଲ୍ଲା ପ୍ରଶାସନକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଜେଲ ଯିବେ ଶେଖ ହାସିନା 🔴 ପାଣି ଘେରରେ ଭୋଗରାଇ ବ୍ଳକର ୧୫ଟି ପଞ୍ଚାୟତର ୩୦ ଗାଁ 🔴 ଆଜିଠୁ ବାହୁଡ଼ା ପ୍ରସ୍ତୁତି, ଦକ୍ଷିଣ ମୋଡ଼ ନେବ ୩ ରଥ 🔴 ୩ ଦିନ ପ୍ରବଳ ବର୍ଷିବ 🔴 ଓଏଏସ୍ ଓ ଓଆରଏସଙ୍କ ଛୁଟି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଜେଲ ଯିବେ ଶେଖ ହାସିନା 🔴 ପାଣି ଘେରରେ ଭୋଗରାଇ ବ୍ଳକର ୧୫ଟି ପଞ୍ଚାୟତର ୩୦ ଗାଁ 🔴 ଆଜିଠୁ ବାହୁଡ଼ା ପ୍ରସ୍ତୁତି, ଦକ୍ଷିଣ ମୋଡ଼ ନେବ ୩ ରଥ 🔴 ୩ ଦିନ ପ୍ରବଳ ବର୍ଷିବ 🔴 ଓଏଏସ୍ ଓ ଓଆରଏସଙ୍କ ଛୁଟି