Masthead

ରାହୁଲ ୱାୟନାଡ ଆସନ ଛାଡ଼ିଲେ ପ୍ରିୟଙ୍କା ହେବେ ପ୍ରାର୍ଥୀ!

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ୨୦୨୪ ନିର୍ବାଚନରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଉଭୟ ରାଏବରେଲି ଏବଂ ଓ୍ବାୟନାଡ ଆସନରେ ସେ ବିଜେତା ହୋଇଛନ୍ତି। ତାଙ୍କୁ ଗୋଟିଏ ଆସନ ଛାଡ଼ିବାକୁ ହେବ । ତେବେ ରାହୁଲ ରାଏବରେଲି ଆସନ ରଖି ଓ୍ବାୟନାଡକୁ ଛାଡ଼ିପାରନ୍ତି। ଏପରିକି ଭଉଣୀ ପ୍ରିୟଙ୍କା ଗାନ୍ଧୀ ଏହି ଆସନରୁ ଲୋକ ସଭା ପ୍ରାର୍ଥୀ ହେବା ଏକ ପ୍ରକାର ନିଶ୍ଚିତ ବୋଲି କୁହାଯାଉଛି। ଲୋକ ସଭା ନିର୍ବାଚନ

ପ୍ରଚାର ସମୟରେ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ସୋନିଆ ଗାନ୍ଧୀ ପୁଅ ରାହୁଲଙ୍କୁ ଦେଲି ଭଳି ବୟାନ ଦେବା ପରେ ରାଏବରେଲି ଆସନକୁ ନିଜ ପାଖରେ ରଖିବା ନିଶ୍ଚିତ ବୋଲି କୁହାଯାଉଥିଲା। ସୋନିଆ ଏହି ଆସନକୁ ପରିବାରର ୧୨୧ ବର୍ଷର ପରମ୍ପରା ମଧ୍ୟ କହିଥିଲେ। ନିୟମ ମୁତାବକ ଯଦି କୌଣସି ପ୍ରାର୍ଥୀ ନିର୍ବାଚନ ସମୟରେ ୨ ଆସନରୁ ଲଢ଼ନ୍ତି ଏବଂ ଉଭୟରେ ବିଜେତା ହୁଅନ୍ତି ତେବେ ଫଳାଫଳ ଆସିବାର ୧୪ଦିନ ମଧ୍ୟରେ ଗୋଟିଏ ଆସନ ଛାଡ଼ିବାକୁ ପଡ଼ିଥାଏ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର