Masthead

ଭାରତରେ ଇଭିଏମ ଏକ ବ୍ଲାକ ବକ୍ସ: ରାହୁଲ ଗାନ୍ଧି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଇଭିଏମ ନେଇ ପୁଣି ପ୍ରଶ୍ନ ଉଠାଇଲେ ରାହୁଲ ଗାନ୍ଧି । ଭାରତରେ ଇଭିଏମ୍ ଏକ ‘ବ୍ଲାକ ବକ୍ସ’ କହିଲେ ରାହୁଲ ଗାନ୍ଧି । ଲୋକସଭା ନିର୍ବାଚନର ଫଳାଫଳ ପରେ ପ୍ରଥମ ଥର ଲାଗି ଇଭିଏମ ଉପରେ ପ୍ରଶ୍ନ ଉଠାଇଛନ୍ତି କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ। ସେ କହିଛନ୍ତି- ଭାରତ ଭଳି ଦେଶରେ ଏହାର ଅନୁସନ୍ଧାନ କରିବାକୁ କାହାକୁ ଅନୁମତି ନାହିଁ। ଏପରିକି ରାହୁଲ କହିଛନ୍ତି ମୁମ୍ବାଇ ଉତ୍ତର-ପଶ୍ଚିମ ଲୋକସଭା ଆସନରେ ଜିତିଥିବା ଶିବସେନା ସାଂସଦଙ୍କ ଜଣେ ସମ୍ପର୍କୀୟଙ୍କ ପାଖରେ ଏକ ଫୋନ୍ ଅଛି ଯେଉଁଥିରେ ଇଭିଏମ୍ ସହଜରେ ଖୋଲାଯାଇପାରିବ।

ଇଭିଏମକୁ ନେଇ ଭାରତର ନିର୍ବାଚନ ପ୍ରକ୍ରିୟାରେ ସ୍ୱଚ୍ଛତା ନେଇ ଚିନ୍ତା ବଢୁଛି। ଆମେରିକାର ବିଶିଷ୍ଟ ଉଦ୍ୟୋଗପତି, ଟେସଲା ଓ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସର ମାଲିକ ଏଲନ୍ ମସ୍କ ମଧ୍ୟ ଇଭିଏମ୍ ର ସୁରକ୍ଷାକୁ ନେଇ ପ୍ରଶ୍ନ ଉଠାଇଛନ୍ତି । ସେ କହିଛନ୍ତି ଇଭିଏମ୍ କୁ ହ୍ୟାକ୍ କରାଯାଇ ପାରିବ। ଏଆଇ ବା ମଣିଷ ଦ୍ବାରା ଏହାକୁ ହ୍ୟାକ୍ କରାଯାଇପାରେ। ଏହାର ଯଥେଷ୍ଟ ଆଶଙ୍କା ରହିଛି। ନିର୍ବାଚନରେ ଇଭିଏମ୍ ବ୍ୟବହାର କରାଯିବା ଉଚିତ ନୁହେଁ ବୋଲି କହିଛନ୍ତି ଏଲନ୍ ମସ୍କ। ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ପୁର୍ଟୋ ରିକୋରେ ହୋଇଥିବା ପ୍ରାଇମେରିରେ ଅନେକ ଅନିୟମିତତା ଦେଖାଯିବା

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ