Masthead

ବିଧାନସଭା ସୁରକ୍ଷା ଯାଞ୍ଚ କଲେ ଡିଜିପି ଅରୁଣ ଷଡ଼ଙ୍ଗୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଧାନସଭା ସୁରକ୍ଷା ଯାଞ୍ଚ କଲେ ଡିଜିପି ଅରୁଣ ଷଡ଼ଙ୍ଗୀ । ୩ ଦିନିଆ ଅଧିବେଶନ ପାଇଁ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କଲେ ଡିଜିପି । ବିଧାନସଭା ସୁରକ୍ଷା ପାଇଁ ୭୫ ପୋଲିସ ଅଧିକାରୀଙ୍କ ସହ ୮ ପ୍ଲାଟୁନ୍‌ ମୁତୟନ ରହିବେ । ତିନିଥାକିଆ ସୁରକ୍ଷା ବ୍ୟବସ୍ଥାରେ କେବଳ ପାସଧାରୀ ପ୍ରବେଶ କରିପାରିବେ । ଜୁନ୍ ୧୮ ଓ ୧୯ରେ ନବ ନିର୍ବାଚିତ ବିଧାୟକଙ୍କ ଶପଥପାଠ କାର୍ୟ୍ୟକ୍ରମ । ଏହାପରେ ୨୦ତାରିଖରେ ବାଚସ୍ପତି ନିର୍ବାଚନ । ଏହି ତିନି ଦିନିଆ ଅଧିଶେନ ପାଇଁ ବିଧାନସୌଧର ଭିତର ଓ ପରିସରର ସୁରକ୍ଷା ବ୍ୟବସ୍ଥାକୁ ଯାଞ୍ଚ କରିଛନ୍ତି ପୋଲିସ ମହା ନିର୍ଦ୍ଦେଶକ ଅରୁଣ ଷଡଙ୍ଗୀ । ସୁରକ୍ଷା ବ୍ୟବସ୍ଥାର ଦାୟିତ୍ୱରେ ଅଛନ୍ତି ପୋଲିସ କମିଶନର ସଞ୍ଜିବ ପଣ୍ଡା । ପୋଲିସ କମିସନର ନିଜେ ସୁରକ୍ଷା ଦାୟିତ୍ୱରେ ରହିବେ । ସନ୍ଧାନୀ କୁକୁର, ବୋମା ନିଷ୍କ୍ରିୟକାରୀ ଟିମ୍ ମଧ୍ୟ ନିୟୋଜିତ କରାଯାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା