Masthead

ମାନବୀୟ ତ୍ରୁଟିରୁ ଦୁର୍ଘଟଣା: ରେଲୱେ ବୋର୍ଡ ଅଧ୍ୟକ୍ଷ

ପଶ୍ଚିମବଙ୍ଗ (ବଡ଼ ଖବର ବ୍ୟୁରୋ): ମାନବୀୟ ତ୍ରୁଟିରୁ ଦୁର୍ଘଟଣା କହିଲେ ରେଲୱେ ବୋର୍ଡ ଅଧ୍ୟକ୍ଷ । ରେଲୱେ ବୋର୍ଡ ଅଧ୍ୟକ୍ଷ ତଥା ସିଇଓ ଜୟାବର୍ମା ସିହ୍ନାଙ୍କ ସୂଚନା । କାଞ୍ଚନଜଙ୍ଗା ଏକ୍ସପ୍ରେସ ଦୁର୍ଘଟଣାକୁ ନେଇ ପ୍ରତିକ୍ରିୟା । ପ୍ରାଥମିକ ଅନୁସନ୍ଧାନରୁ ମାନବୀୟ ତ୍ରୁଟିରୁ ଦୁର୍ଘଟଣା ଜଣାପଡ଼ିଛି’ । ସିଗ୍‌ନାଲ ମାନି ନଥିବାରୁ ଦୁର୍ଘଟଣା ଘଟିଥିବା ଜଣାପଡ଼ୁଛି । ଉଦ୍ଧାର କାର୍ଯ୍ୟ ସରିଛି, ୮ ମୃତ ଓ ୨୫ ଆହତ ହୋଇଛନ୍ତି । ସିଗନାଲ ସତ୍ତ୍ୱେ ଡ୍ରାଇଭର ଗାଡ଼ି ଅଟକାଇ ନଥିଲେ । ପଛ ଗାଡ଼ି ଅଟକିବାର ଥିଲା, କିନ୍ତୁ ଡ୍ରାଇଭର ଅଟକାଇ ନଥିଲେ । ତେବେ ତଦନ୍ତ ପରେ ଦୁର୍ଘଟଣାର ପ୍ରକୃତ କାରଣ ଜଣାପଡ଼ିବ ବୋଲି କହିଛନ୍ତି ରେଲୱେ ବୋର୍ଡ ଅଧ୍ୟକ୍ଷ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ