କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ହରିୟାଣା ନିର୍ବାଚନ ପ୍ରଭାରୀ ଦାୟିତ୍ୱ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଗକୁ ଅନୁଷ୍ଠିତ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ବିଜେପି ବଡ଼ ପଦକ୍ଷେପ ନେଇଛି। ଦଳ ଆଗୁଆ ନିର୍ବାଚନୀ ପ୍ରସ୍ତୁତି କରିବା ସହିତ ୪ ରାଜ୍ୟ ପାଇଁ ପ୍ରଭାରୀ,ସହପ୍ରଭାରୀ ନିଯୁକ୍ତ କରିଛି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ମିଳିଲା ବଡ଼ ଦାୟିତ୍ୱ । ଧର୍ମେନ୍ଦ୍ର ପ୍ରଧାନଙ୍କୁ ହରିଆଣା ନିର୍ବାଚନ ପ୍ରଭାରୀ ଦାୟିତ୍ୱ ମିଳିଛି। ବିପ୍ଲବ କୁମାର ଦେବ ହରିୟାଣା ସହପ୍ରଭାରୀ ଭାବେ ନିଯୁକ୍ତି ପାଇଛନ୍ତି। ସେହିପରି ମହାରାଷ୍ଟ୍ର ପାଇଁ ନିର୍ବାଚନ ପ୍ରଭାରୀ ତଥା ସହପ୍ରଭାରୀ ଭାବରେ ଭୁପେନ୍ଦ୍ର ଯାଦବ ଏବଂ ଅଶ୍ୱିନୀ ବୈଷ୍ଣବଙ୍କୁ ଦାୟିତ୍ୱ ଦେଇଛି। ସେହିପରି ଝାଡ଼ଖଣ୍ଡ ପାଇଁ ଶିବରାଜ ସିଂହ ଚୌହାନଙ୍କୁ ନିର୍ବାଚନ ପ୍ରଭାରୀ ଏବଂ ହିମନ୍ତ ବିସ୍ୱଶର୍ମାଙ୍କୁ ସହପ୍ରଭାରୀ ନିଯୁକ୍ତ କରାଯାଇଛି। ଏହାସହିତ ଜମ୍ମୁ ଏବଂ କଶ୍ମୀର ପାଇଁ ଜି. କିଷାନ ରେଡ୍ଡୀଙ୍କୁ ନିର୍ବାଚନୀ ପ୍ରଭାରୀ ନିଯୁକ୍ତ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ