Masthead

ନେଦରଲ୍ୟାଣ୍ଡ୍‌ସରେ ବିବାହ କଲେ ନବୀନଙ୍କ ପୁତୁରା ଅରୁଣ ପଟ୍ଟନାୟକ, ନାଦିଆଙ୍କୁ କଲେ ଜୀବନସାଥୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପୁତୁରା ଅରୁଣ ପଟ୍ଟନାୟକ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସେ ନେଦରଲାଣ୍ଡରେ ବିବାହ କରିଛନ୍ତି। ଏନେଇ ତାଙ୍କ ଭଉଣୀ ଗାୟତ୍ରୀ ପଟ୍ଟନାୟକ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି। ସେ ବିବାହର ଫଟୋ ଶେୟାର କରିଛନ୍ତି। ଫଟୋରେ ଅରୁଣ ବିଦେଶୀ କନ୍ୟାଙ୍କ ସହ ନଜର ଆସିଛନ୍ତି। ସୂଚନାଯୋଗ୍ୟ, ନିକଟରେ ଶେଷ ହୋଇଥିବା ନିର୍ବାଚନ ଫଳାଫଳ ଆସିବା ପରେ ଅରୁଣ ଓଡ଼ିଶା ଆସିଥିବା ଚର୍ଚ୍ଚା ହେଉଥିଲା। କେବଳ ଏତିକି ନୁହେଁ, ସେ ଆଗାମୀ ଦିନରେ ଓଡ଼ିଶାରେ ବିଜେଡିର ମଙ୍ଗ ଧରିବେ ବୋଲି ଆଲୋଚନା ଚାଲିଥିଲା। କିନ୍ତୁ ଏନେଇ ନବୀନଙ୍କ ପକ୍ଷରୁ କୌଣସି ପ୍ରତିକ୍ରିୟା ଦିଆଯାଇନାହିଁ। ପୂର୍ବରୁ ମଧ୍ୟ ସେ ଅନେକଥର ପରିବାର ରାଜନୀତିକୁ ଖଣ୍ଡନ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ