Masthead

‘ସନ୍ଧ୍ୟା ସୁଦ୍ଧା ରିପୋର୍ଟ ଦିଅ’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱରରେ ଡ୍ରେନ୍‌ରେ ଭାସିଯାଇ ନାବାଳକର ମୃତ୍ୟୁ ଘଟଣା । ଘଟଣାସ୍ଥଳ ସମୀକ୍ଷା ପରେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ପ୍ରତିକ୍ରିୟା । କହିଛନ୍ତି ବ୍ୟାରିକେଡ୍ କାହିଁକି ହୋଇନି, ସନ୍ଧ୍ୟା ସୁଦ୍ଧା ରିପୋର୍ଟ ଦେବାକୁ ନିର୍ଦ୍ଦେଶ । ସନ୍ଧ୍ୟା ସୁଦ୍ଧା ରିପୋର୍ଟ ଦେବାକୁ ବିଏମସି କମିଶନରଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ୭ ଦିନ ମଧ୍ୟରେ ଦୋଷୀ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ । ଆଉ କେତେ ମୁକୁଳା ଡ୍ରେନ୍ ଅଛି, ରିପୋର୍ଟ ଦେବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି ।

୩ ଦିନ ଭିତରେ ବାକିଥିବା ସବୁ ଡ୍ରେନ୍ କଭର୍ ହେବ ବୋଲି କହିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ।ସେ ମୃତ ୧୦ ବର୍ଷିୟ ଆବୁ ବକର ସାହଙ୍କ ପରିବାର ଲୋକଙ୍କୁ ଭେଟି ସମବେଦନା ଜଣାଇଛନ୍ତି। ପାଣିରେ ଭାସୁଥିବା ଏକ ବେଲୁନ ଆଣିବାକୁ ଯାଇ ଗତକାଲି ଡ୍ରେନ୍ ପାଣିରେ ଭାସିଯାଇଥିଲା ଆବୁ କବର ସାହ ।ମୁକୁଳା ଡ୍ରେନ୍ ଜଣେ ନାବାଳକର ଜୀବନ ନେବା ପରେ, ଏହାକୁ ନେଇ ରାଜଧାନୀରେ ପ୍ରକାଶ ପାଇଛି ଉଦବେଗ । ପାଣିରେ ଭାସୁଥିବା ଏକ ବେଲୁନ ଆଣିବାକୁ ଯାଇ, ଡ୍ରେନ୍ ପାଣିରେ ଭାସିଯାଇଥିଲା ଅବୋଧ ଶିଶୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ