Masthead

ମହାପ୍ରଭୁଙ୍କ ଦିଅଁ ବିବାହ ନୀତିରେ ବିଳମ୍ବ

ପୁରୀ (ବଡ଼ ଖବର ବ୍ୟୁରୋ): ମହାପ୍ରଭୁଙ୍କ ଦିଅଁ ବିବାହ ନୀତିରେ ବିଳମ୍ବ । ନୀତି ବିଳମ୍ବ ଯୋଗୁଁ ମଙ୍ଗଳ ଆଳତି ମଧ୍ୟ ସମ୍ପନ୍ନ ହୋଇନି । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନୀତିକାନ୍ତିରେ ୪ଘଣ୍ଟା ବିଳମ୍ବ ହୋଇଛି। ଏକାଦଶୀରେ ନୀତି ହେବା କଥା ହେଲେ ଦ୍ୱାଦଶରେ ନୀତି ଆରମ୍ଭ ହୋଇଛି। ପୂଜାପଣ୍ଡା ଓ ସିଂହାରିଙ୍କ ମଧ୍ୟରେ ବିବାଦ କାରଣରୁ ନୀତି ବିଳମ୍ବ ହୋଇଥିବା ସୂଚନା ମିଳିଛି। ଏଯାଏଁ ହୋଇନି ମଙ୍ଗଳ ଆଳତି, ଚାଲିଛି ଭକ୍ତଙ୍କ ଦର୍ଶନ। ନୀତି ଶୃଙ୍ଖଳିତ ନହେଲେ ଦେବ ସ୍ନାନ ପୂର୍ଣ୍ଣିମା ନୀତିରେ ବିଳମ୍ବ ହେବା ନେଇ ଆଶଙ୍କା ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ