ସିଏମଓର ହେବ ନବକଳେବର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସିଏମଓର ହେବ ନବକଳେବର । ସିଏମଓରୁ ଓଏସଏସ କ୍ୟାଡର ଅଧିକାରୀଙ୍କୁ ବଦଳି କରଯାଇଛି । ନିଜ ନିଜ ବିଭାଗକୁ ଅଧିକାରୀଙ୍କୁ ବଦଳି କରାଗଲା । ବିଭିନ୍ନ ବିଭାଗର ଅଧିକାରୀଙ୍କ ସହ ରାଜ୍ୟ ଅତିଥି ଭବନରେ ୱାନ୍-ଟୁ-ୱାନ୍ ଆଲୋଚନା କରୁଛନ୍ତି ମୁଖ୍ୟମନ୍ତ୍ରୀ ।

ମୁଖ୍ୟମନ୍ତ୍ରୀଙ୍କ ଅଫିସରେ କାର୍ଯ୍ୟରତ ଥିବା ଓଏସଏସ କ୍ୟାଡର ଅଧିକାରୀଙ୍କୁ ବଦଳି କରାଯାଇଛି । ୨୨ ଜଣ ଓଏସଏସ ଅଧିକାରୀଙ୍କୁ ସିଏମଓରୁ ଅପସାରଣ କରାଯାଇଛି । ସେମାନଙ୍କୁ ନିଜ ବିଭାଗକୁ ବଦଳି କରାଯାଇଛି । ଓଏସଏସ କ୍ୟାଡରର ଅନେକ ଅଧିକାରୀ ବଦଳି ହୋଇଥିବା ବେଳେ ଆହୁରି ଅନେକ ପୁରୁଣା ଅଧିକାରୀ ସିଏମଓରେ ରହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’