Masthead

ଇରାନରେ ଭୂକମ୍ପ ଝଟକା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଇରାନ ଭୂକମ୍ପ ଝଟକା ଅନୂଭୁତ ହୋଇଛି । ଏହାର ତୀବ୍ରତା ରିକ୍ଟର ସ୍କେଲରେ ୪.୯ ରେକର୍ଡ କରାଯାଇଛି। ଏଥିରେ ୧୨୦ ଜଣରୁ ଅଧିକ ଜଣ ଆହତ ହୋଇଥିବାବେଳେ ୪ ଜଣଙ୍କ ମୃତ୍ୟୁ ଘଟିଛି । ଏବେବି ବିଲ୍ଡିଂ ତଳେ ଅନେକ ଲୋକ ଫସି ରହିଥିବା ଆଶଙ୍କା କରିଛି ଉଦ୍ଧାରକାରୀ । ଗତବର୍ଷ ନଭେମ୍ବରରେ ଇରାନରେ ଜୋରଦାର ଭୂକମ୍ପ ଝଟକା ଅନୁଭୂତ ହୋଇଥିଲ। ଏଥିଯୋଗୁ ୫ଶହରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିଲା ।

ଇରାନରେ ପ୍ରତି ବର୍ଷ ପ୍ରାୟତଃ ୧୦ ହଜାର ଛୋଟ ବଡ଼ ଭୂକମ୍ ଅନୁଭୂତ ହୋଇଥାଏ । ୨୦୦୩ ମସିହାରେ ଇରାନର ବାମ୍‌ ସହରରେ ହୋଇଥିବା ଭୂକମ୍ପ ଯୋଗୁ ପୂରା ସହର ନିଶ୍ଚିହ୍ନ ହୋଇ ଯାଇଥିଲା । ଏଥିରେ ବହୁ ସଂଖ୍ୟାରେ ଲୋକଙ୍କ ମୃତ୍ୟୁ ଘଟିଥିଲା

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ