Masthead

ଜେଲରେ କେଜ୍ରିୱାଲ, ମିଳିଲାନି ଆଶ୍ବସ୍ତି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):ଦିଲ୍ଲୀ ଅବକାରୀ ଦୁର୍ନୀତି ଅଭିଯୋଗରେ ଜେଲରେ ଅଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ । ଆଜି ଅରବିନ୍ଦ କେଜ୍ରିୱାଲଙ୍କ ନ୍ୟାୟିକ ହେପାଜତକୁ ଜୁଲାଇ ୩ ପର୍ୟ୍ୟନ୍ତ ବୃଦ୍ଧି କରିଛନ୍ତି ଦିଲ୍ଲୀର ରାଉସ୍ ଆଭେନ୍ୟୁ କୋର୍ଟ । ଏହାସହ ଏକ୍ସାଇଜ୍ ପଲିସି ମାମଲାରେ ଅଭିଯୁକ୍ତ ବିନୋଦ ଚୌହାନଙ୍କ ହେପାଜତକୁ ମଧ୍ୟ ବୃଦ୍ଧି କରାଯାଇଛି। ସେମାନଙ୍କର ହେପାଜତ ଅବଧି ଶେଷ ହେବା ପରେ ବୁଧବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ ଉଭୟଙ୍କୁ କୋର୍ଟରେ ହାଜର କରାଯାଇଥିଲା ।

ଦିଲ୍ଲୀ ଏକ୍ସାଇଜ୍ ପଲିସି ମାମଲାରେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟର ଓକିଲ କୋର୍ଟଙ୍କୁ କହିଛନ୍ତି ଯେ ବିନୋଦ ଚୌହାନଙ୍କୁ ବିଆରଏସ ନେତା କବିତାଙ୍କ ସହାୟକ ମାଧ୍ୟମରେ ୨୫ କୋଟି ଟଙ୍କା ମିଳିଛି । ଅଭିଷେକ ବୋଇନପାଲୀଙ୍କ ଜରିଆରେ ଗୋଆ ନିର୍ବାଚନ ପାଇଁ ଟଙ୍କା ମିଳିଥିଲା । ଏଥିସହ ଚଳିତ ମାସ ଶେଷରେ ବିନୋଦଙ୍କ ବିରୋଧରେ ଅଭିଯୋଗ କରାଯିବ ବୋଲି ସେ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି