Masthead

ୟୁଜିସି ନେଟ ପରୀକ୍ଷା ରଦ୍ଦ, ତଦନ୍ତ କରିବ ସିବିଆଇ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପରୀକ୍ଷାର ସ୍ୱଚ୍ଛତାକୁ ନେଇ ସନ୍ଦେହ ପରେ ବଡ଼ ପଦକ୍ଷେପ । ଘୋଟାଲା ହୋଇଥିବା ନେଇ ସୂଚନା ଦେଇଥିଲା କେନ୍ଦ୍ରୀୟ ସଂସ୍ଥା । ଇଣ୍ଡିଆନ୍ ସାଇବର କ୍ରାଇମ୍ କୋଅର୍ଡିନେସନ୍ ସେଣ୍ଟର ଦେଇଥିଲା ସୂଚନା । ୟୁଜିସି ନେଟ ପରୀକ୍ଷା ରଦ୍ଦ। ପରୀକ୍ଷାରେ ଅନିୟମିତତା ଅଭିଯୋଗ ପରେ ପଦକ୍ଷେପ। ବିଭିନ୍ନ ସହରରେ ହୋଇଥିଲା ୟୁଜିସି ନେଟ ପରୀକ୍ଷା। ପୁଣି ଥରେ ପରୀକ୍ଷା କରିବାକୁ ଶିକ୍ଷା ମନ୍ତ୍ରାଳୟ ନେଇଛି ନିଷ୍ପତ୍ତି।

ପରୀକ୍ଷାରେ ସ୍ବଚ୍ଛତା ନେଇ ସନ୍ଦେହ ପରେ ପରୀକ୍ଷା ରଦ୍ଦ ଲାଗି ନିଆଯାଇଛି ନିଷ୍ପତ୍ତି। ଶିକ୍ଷା ମନ୍ତ୍ରାଳୟ ପକ୍ଷରୁ କୁହାଯାଇଛି ପରୀକ୍ଷାର ସ୍ବଚ୍ଛତା ଉପରେ ସରକାର ସର୍ବଦା ଗୁରୁତ୍ବ ପ୍ରଦାନ କରୁଛନ୍ତି। ଇଣ୍ଡିଆନ ସାଇବର କ୍ରାଇମ କୋଅର୍ଡିନେସନ ସେଣ୍ଟରର ତଥ୍ୟ ଅନୁସାରେ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ଏହି ସେଣ୍ଟର କେନ୍ଦ୍ର ଗୃହ ବ୍ୟାପାର ମନ୍ତ୍ରାଳୟ ଅଧୀନରେ ରହିଥିବାବେଳେ ପରୀକ୍ଷାରେ ଅନିୟମିତତା ପ୍ରସଙ୍ଗରେ କିଛି ସୂଚନା ଦେଇଥିଲା।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି