Masthead

ରାଜ୍ୟ ବଜେଟ୍ ପୂର୍ବରୁ ଓଡ଼ିଶାବାସୀଙ୍କ ମତ ଲୋଡ଼ିଲେ ମୁଖ୍ୟମନ୍ତ୍ରୀ

ଭୁୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଜେଟ୍ ପୂର୍ବରୁ ଓଡ଼ିଶାବାସୀଙ୍କ ମତ ଲୋଡ଼ିଲେ ମୁଖ୍ୟମନ୍ତ୍ରୀ । ପୂର୍ଣ୍ଣାଙ୍ଗ ବଜେଟ୍ ୨୦୨୪-୨୦୨୫ ପାଇଁ ମତ ଲୋଡ଼ିଲେ ମୋହନ ସରକାର । ୱେବ୍ ସାଇଟ୍, ଇମେଲ୍, ହ୍ୱାର୍ଟସଆପ୍ ଏବଂ ଏସ୍ଏମ୍ଏସ୍ ଜରିଆରେ ମତାମତ ଓ ପରାଶର୍ମ ଦେଇପାରିବେ ଜନତା ।

ଓଡ଼ିଶା ଡଟ୍ ବଜେଟ୍ ଆଟ୍ ଓଡ଼ିଶା ଗଭ୍ ଡଟ୍ ଇନ୍ ଠିକଣାରେ ଇମେଲ୍ କରିପାରିବେ, ହ୍ୱାର୍ଟସ୍ଆପ୍ ନମ୍ବର-୯୪୩୮୧-୬୧୧୧୧ରେ ମେସେଜ୍ କରିପାରିବେ ଏବଂ ସୋସିଆଲ ମିଡ଼ିଆ ଏକ୍ସ, ଫେସବୁକ୍ ଓ ଇନଷ୍ଟାଗ୍ରାମର ଓଡ଼ିଶା ଫାଇନାନ୍ସ ଆକାଉଂଟ ଜରିଆରେ ମତାମତ ଦେଇପାରିବେ । ଏହି ସବୁ ମାଧ୍ୟମରେ ସରକାରଙ୍କ ସହ ଯୋଡ଼ି ହେବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ଅନୁରୋଧ କରାଯାଇଛି । ଆଜିଠାରୁ ୫ ଜୁଲାଇ ପର୍ଯ୍ୟନ୍ତ ଏହି ସୁବିଧା ଉପଲବ୍ଧ ରହିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼