Masthead

କେଜ୍ରିୱାଲଙ୍କ ଜାମିନକୁ ଇଡିର ଚ୍ୟାଲେଞ୍ଜ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ମଦ ଦୁର୍ନୀତି ମାମଲା ସହ ଜଡ଼ିତ ମନି ଲଣ୍ଡରିଂ ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଦିଆଯାଇଥିବା ଜାମିନ ବିରୋଧରେ ଇଡି ଶୁକ୍ରବାର ଦିଲ୍ଲୀ ହାଇକୋର୍ଟଙ୍କ ନିକଟରେ ପହଞ୍ଚିଛି। କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସିର ଓକିଲମାନେ ହାଇକୋର୍ଟର ଅବକାଶ ବେଞ୍ଚରେ ଏହି ମାମଲା ଉପସ୍ଥାପନ କରିବେ।

ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟ ଏକ୍ସାଇଜ ପଲିସି ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଅବକାଶ ପୀଠ ଅରବିନ୍ଦ କେଜରିୱାଲଙ୍କୁ ୧ ଲକ୍ଷ ଟଙ୍କା ବଣ୍ଡରେ ଜାମିନ ପ୍ରଦାନ କରିଛି। ଜାମିନ ବଣ୍ଡ ଦାଖଲ ପ୍ରକ୍ରିୟାକୁ ୪୮ ଘଣ୍ଟା ସ୍ଥଗିତ ରଖିବାକୁ କୋର୍ଟ ଇଡିଙ୍କ ଅନୁରୋଧକୁ ପ୍ରତ୍ୟାଖ୍ୟାନ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ