Masthead

ବାଲେଶ୍ୱରର କିଛି ସ୍ଥାନରୁ ହଟିଲା କର୍ଫ୍ୟୁ

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ବାଲେଶ୍ୱର ସଂଘର୍ଷ । ସୁଧୁରୁଛି ବାଲେଶ୍ୱର ସହରର ପରିସ୍ଥିତି । ଆଜିଠୁ ସହରର କିଛି ସ୍ଥାନରୁ ହଟିଲା ସମ୍ପୂର୍ଣ୍ଣ କର୍ଫ୍ୟୁ । ଅବଶିଷ୍ଟ ଏରିଆରେ କର୍ଫ୍ୟୁ ବଳବତ୍ତର ରହିଛି । ଟାଉନ୍ ଥାନା ଓ ସଦର ଥାନା ଅଞ୍ଚଳରେ କର୍ଫ୍ୟୁ ପୂର୍ବ ଭଳି ଜାରି ରହିଛି । କର୍ଫ୍ୟୁ ଜାରି ରହିଥିବା ଅଞ୍ଚଳରେ ଆଜି ସକାଳ ୫ଟାରୁ ଅପରାହ୍ନ ୨ଟା ଯାଏଁ କର୍ଫ୍ୟୁ କୋହଳ କରାଯାଇଛି । କର୍ଫ୍ୟୁ ଅଞ୍ଚଳରେ ଅତ୍ୟାବଶ୍ୟକ ଔଷଧ ଓ କ୍ଷୀର ଦୋକାନ ଖୋଲା ରହିବ, ବର୍ତମାନ ପର୍ୟ୍ୟନ୍ତ ୬୫ ଜଣଙ୍କୁ ଗିରଫ କରିଛି ପୋଲିସ । ଆସନ୍ତା ସୋମବାରଠାରୁ ସହରର ସମସ୍ତ ସ୍କୁଲ କଲେଜ ଖୋଲିବ । ଇଣ୍ଟରନେଟ୍ ସେବା ଉପରେ କଟକଣା ଜାରିରହିବ ବୋଲି ସୂଚନା ଦେଲେ ଜିଲ୍ଲାପାଳ ଆଶିଷ ଠାକରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପ୍ରସନ୍ନ ଯିବେ ବିଜେପି!, ଚର୍ଚ୍ଚା ବଢାଇଲା କେକ୍ 🔴 ବନ୍ୟା ପାଣିରେ ଭାସି ବୃଦ୍ଧ ନିଖୋଜ 🔴 ୨୪ ଘଣ୍ଟା ପ୍ରବଳ ବର୍ଷା 🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ପ୍ରସନ୍ନ ଯିବେ ବିଜେପି!, ଚର୍ଚ୍ଚା ବଢାଇଲା କେକ୍ 🔴 ବନ୍ୟା ପାଣିରେ ଭାସି ବୃଦ୍ଧ ନିଖୋଜ 🔴 ୨୪ ଘଣ୍ଟା ପ୍ରବଳ ବର୍ଷା 🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ