Masthead

ବରୀରେ ପବିତ୍ର ସ୍ନାନ ପୂର୍ଣ୍ଣିମା ପାଳିତ

ବରୀ (ବଡ଼ ଖବର ବ୍ୟୁରୋ): ବରୀରେ ପବିତ୍ର ସ୍ନାନ ପୂର୍ଣ୍ଣିମା ମହାଆଡମ୍ବରରେ ପାଳିତ ହୋଇଯାଇଛି। ଆଜି ସକଳଧୂପ ପରେ ତଡ଼ପ ଲାଗି ସେନାପଟା ବନ୍ଧା ପରେ ଯଜ୍ଞ ଆରମ୍ଭ ହୋଇଥଲା। ପରେ ପୂଜାହୋମ ସହ ମଇଲମ ଲାଗି ହୋଇଥିଲା ପରେ ରତ୍ନବେଦୀ ରୁ ଗୋଟି ପହଣ୍ଡି ରେ ପ୍ରଥମେ ଚକ୍ରରାଜ ସୁଦର୍ଶନ ପରେ ବଡ ଠାକୁର, ମା ସୁଭଦ୍ରା ଶେଷରେ ମହାପ୍ରଭୁ ଜଗନ୍ନାଥଙ୍କୁ ଗୋଟି ପହଣ୍ଡିରେ ସ୍ନାନବେଦୀକୁ ପଦାର୍ପଣ କରିଥିଲେ। ପଣ୍ଡା ପୁଝାରୀ ୧୦୮ ଗରା ସୁବାସିତ ଜଳ ରେ ମହାପ୍ରଭୁ ଙ୍କ ସହ ଚତୁର୍ଦ୍ଧାମୂର୍ତ୍ତି ସ୍ନାନ କରିଥିଲେ। ମହାସ୍ନାନ ପରେ  ବେଶ ଆରମ୍ଭ ହୋଇଥିଲା। ପରେ ମଙ୍ଗଳ ଆଳତି ଶେଷ ପରେ ହାତୀ ବେଶ ହୋଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ