Masthead

ଶିମିଳିପାଳକୁ ଫେରିଲେ ମହେନ୍ଦ୍ର, ରାଜକୁମାର

କରଞ୍ଜିଆ (ବଡ଼ ଖବର ବ୍ୟୁରୋ): ଶିମିଳିପାଳକୁ ପୁଣି ଫେରିଲେ କୁମକି ହାତୀ ମହେନ୍ଦ୍ର ଏବଂ ରାଜକୁମାର । ପୂର୍ବରୁ ଏ ଦୁଇ ହାତୀ ବାଘୁଣୀ ସୁନ୍ଦରୀକୁ ସୁରକ୍ଷା ଦେବା ପାଇଁ ସାତକୋଶିଆରେ ନିୟୋଜିତ ଥିଲେ। ଆଜି ହାତୀ ଦୁଇ ହାତୀଙ୍କ ଶିମିଳିପାଳ ନିଆଯାଉଛି। ପୁଣି ଶିମିଳିପାଳର ସୁରକ୍ଷା ବଢାଇବା ସହିତ ପର୍ଯ୍ୟଟକଙ୍କ ଆକର୍ଷଣର କେନ୍ଦ୍ରବିନ୍ଦୁ ହେବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ