Masthead

ସ୍କୁଲକୁ ଗଣଶିକ୍ଷା ମନ୍ତ୍ରୀଙ୍କ ଅଚାନକ ଗସ୍ତ

ରାଇଘର (ବଡ଼ ଖବର ବ୍ୟୁରୋ): ଗଣଶିକ୍ଷା ମନ୍ତ୍ରୀଙ୍କ ଅଚାନକ ଗସ୍ତ । ଉମରକୋଟ ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଡାଙ୍ଗରୀଗୁଡା ଏସି ସ୍କୁଲକୁ ଗସ୍ତ କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ମନ୍ତ୍ରୀ ପହଞ୍ଚି ସ୍ଥିତି ପରଖିବା ସହିତ ପିଲାଙ୍କୁ ପ୍ରଶ୍ନ ପଚାରିଥିଲେ । ସ୍କୁଲର ଅସୁବିଧା ବିଷୟରେ ପଚାରି ବୁଝିଥିଲେ ମନ୍ତ୍ରୀ। ନୂଆ ସରକାର ଗଠନ ହେବା ପରଠୁ ଆକ୍ଟିଭ ମୋଡରେ ଅଛନ୍ତି ମୋହନ ସରକାର । ସବୁ ବିଭାଗର ମନ୍ତ୍ରୀ କାର୍ଯ୍ୟର ତଦାରଖ କରୁଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ