Masthead

NEET-PG ପ୍ରବେଶିକା ପରୀକ୍ଷା ସ୍ଥଗିତ, ଖୁବଶୀଘ୍ର ଘୋଷଣା ହେବ ନୂଆ ତାରିଖ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ହେବାକୁ ଥିବା ନିଟ୍-ପିଜି ପ୍ରବେଶିକା ପରୀକ୍ଷା ସ୍ଥଗିତ । ଶୀଘ୍ର ପରୀକ୍ଷା ତାରିଖ ଘୋଷଣା କରାଯିବ । ସ୍ବାସ୍ଥ୍ୟ ମନ୍ତ୍ରାଳୟ ନିକଟରେ ନିଟ୍ ପରୀକ୍ଷାରେ ଅନିୟମିତତା ଅଭିଯୋଗ ପରେ ପଦକ୍ଷେପ । ନିଟ୍-ପିଜିରେ ଅନିୟମିତତା ଅଭିଯୋଗରେ ସିବିଆଇ ତଦନ୍ତ ନିର୍ଦ୍ଦେଶ । ଏହା ପୂର୍ବରୁ ୟୁଜିସି ନେଟ୍ ଓ ସିଏସଆଇଆର ନେଟ୍ ପରୀକ୍ଷାକୁ ବି ସ୍ଥଗିତ ରଖାଯାଇଥିଲା। ଦେଶରେ ବର୍ତ୍ତମାନ ଚାଲିଥିବା ପରୀକ୍ଷା ବିବାଦକୁ ଦୃଷ୍ଟିରେ ରଖି ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଡାକ୍ତରୀ ଛାତ୍ରଛାତ୍ରୀଙ୍କ ପାଇଁ ଜାତୀୟ ପରୀକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ନିଟ୍-ପିଜି ପ୍ରବେଶିକା ପରୀକ୍ଷାର ପ୍ରକ୍ରିୟାକୁ ଭଲ ଭାବରେ ମୂଲ୍ୟାଙ୍କନ କରିବାକୁ ନିଷ୍ପତ୍ତି ନେଇଛି।

ପରୀକ୍ଷା ସ୍ଥଗିତ ହେବା ନେଇ ଘୋଷଣାର ଏକ ଘଣ୍ଟା ପୂର୍ବରୁ ସରକାର ଜାତୀୟ ପରୀକ୍ଷା ଏଜେନ୍ସିର ମୁଖ୍ୟକୁ ବଦଳାଇ ଦେଇଛନ୍ତି। ଏନଟିଆର ମହାନିର୍ଦ୍ଦେଶକ ଥିବା ସୁବୋଧ କୁମାର ସିଂହଙ୍କ ସ୍ଥାନରେ ଅବସରପ୍ରାପ୍ତ ଆଇଏଏସ୍ ଅଧିକାରୀ ପ୍ରଦୀପ ସିଂହ ଖରୋଲାଙ୍କୁ ସ୍ଥାନ ଦିଆଯାଇଛି।ଏପଟେ ନିଟ୍-ୟୁଜିରେ ଅନିୟମିତତା ଅଭିଯୋଗରେ ସିବିଆଇ ଯାଞ୍ଚ ପାଇଁ କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା