କାମଚଳା ବାଚସ୍ପତି ଭାବେ ଶପଥ ନେଲେ ଭର୍ତ୍ତୃହରି ମହତାବ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କାମଚଳା ବାଚସ୍ପତି ଭାବେ ଶପଥ ନେଲେ ଭର୍ତ୍ତୃହରି ମହତାବ । ରାଷ୍ଟ୍ରପତି ଭବନରେ ଶପଥ ପାଠ କରାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଲଗାତାର ୭ ଥରର ହେଉଛନ୍ତି ସାଂସଦ ଭର୍ତ୍ତୃହରି ମହତାବ । ନବନିର୍ବାଚିତ ସାଂସଦଙ୍କୁ ଶପଥ ପାଠ କରାଇବେ ଭର୍ତ୍ତୃହରି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ