Masthead

ଜୁଲାଇ ୭ ଅପରାହ୍ନ ୫ରେ ହେବ ରଥ ଟଣା

ପୁରୀ (ବଡ଼ ଖବର ବ୍ୟୁରୋ): ଜୁଲାଇ ୭ତାରିଖରେ ରଥଯାତ୍ରା । ଚଳଚଞ୍ଚଳ ପୁରୀ । ଚଳଚଞ୍ଚଳ ରଥଖଳା । ରଥ ଖଳାରେ ଚାଲିଛି ଜୋରଦାର ପ୍ରସ୍ତୁତି । ତେବେ ରଥଯାତ୍ରାକୁ ନେଇ ଛତିଶା ନିଯୋଗ ବୈଠକ ବସିଥିବା ବେଳେ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ହୋଇଛି । ଜୁଲାଇ ୭ତାରିଖ ଅପରାହ୍ନ ୫ଟାରେ ଟଣାଯିବ ରଥ । ୫୩ବର୍ଷ ପରେ ବିରଳ ସଂଯୋଗ ପଡ଼ିଛି । ୧୯୭୧ ପରେ ଗୋଟିଏ ଦିନରେ ପଡ଼ୁଛି ନେତ୍ରୋତ୍ସବ, ନବଯୌବନ ଦର୍ଶନ ଓ ଶ୍ରୀଗୁଣ୍ଡିଚା ଯାତ୍ରା ।

ତେଣୁ ଏଥର ଦୁଇ ଦିନ ଧରି ରଥଟଣା ଯିବ । ଗୋଟିଏ ଦିନରେ ଶ୍ରୀଜୀଉଙ୍କ ଏକାଧିକ ନୀତି ପଡ଼ୁଥିବାରୁ ନେତ୍ରୋତ୍ସବ ଓ ନବଯୌବନ ଦର୍ଶନ ପରେ ଜୁଲାଇ ୭ତାରିଖ ଅପରାହ୍ନରେ ରଥଟାଣିବାକୁ ନିଷ୍ପତି କରିଛି ଶ୍ରୀମନ୍ଦିର ପରିଚାଳନା କମିଟି । ଏଥର ୧୫ ଦିନ ପରିବର୍ତେ ୧୩ ଦିନ ଅଣସର ନୀତି ହେବ । ସେହିପରି ଦୁଇ ଦିନ ରଥଟଣା ପରେ ୧୫ଜୁଲାଇରେ ବାହୁଡ଼ା ଓ ୧୭ତାରିଖରେ ହେବ ଶ୍ରୀଜୀଉଙ୍କ ସୁନାବେଶ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର