Masthead

ବଦଳିବ କେରଳର ନାଁ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବଦଳିବ କେରଳର ନାଁ। ଏନେଇ କେରଳ ବିଧାନସଭାରେ ସର୍ବସମ୍ମତିରେ ଏକ ପ୍ରସ୍ତାବ ପାରିତ ହୋଇଛି। ରାଜ୍ୟର ନାଁକୁ ‘କେରଳ’ ବଦଳରେ ରଖାଯିବ ‘କେରଳମ’। ମୁଖ୍ୟମନ୍ତ୍ରୀ ପିନରାଇ ବିଜୟନ ଗତକାଲି ବିଧାନସଭାରେ ପ୍ରସ୍ତାବକୁ ଉପସ୍ଥାପନ କରିଥିଲେ। ସେ କେନ୍ଦ୍ର ନିକଟରେ ଦେଶର ସାମ୍ବିଧାନର ଅଷ୍ଠମ ଅନୁସୂଚୀରେ ସାମିଲ ସମସ୍ତ ଭାଷାରେ ଦକ୍ଷିଣ ରାଜ୍ୟର ନାମ କେରଳରୁ କେରଳମ କରିବା ପାଇଁ ଦାବି କରିଛନ୍ତି।

ସେ କେନ୍ଦ୍ର ନିକଟରେ ଦେଶର ସାମ୍ବିଧାନର ଅଷ୍ଠମ ଅନୁସୂଚୀରେ ସାମିଲ ସମସ୍ତ ଭାଷାରେ ଦକ୍ଷିଣ ରାଜ୍ୟର ନାମ କେରଳରୁ କେରଳମ କରିବା ପାଇଁ ଦାବି କରିଛନ୍ତି । ଏହା ଦ୍ୱିତୀୟ ଥର ପାଇଁ ବିଧାନସଭାରେ ରାଜ୍ୟର ନାଁ ପରିବର୍ତ୍ତନ ପାଇଁ ପ୍ରସ୍ତାବ ପାରିତ ହୋଇଛି । କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପ୍ରଥମ ପ୍ରସ୍ତାବର ସମୀକ୍ଷା କରିଥିଲା ଏବଂ କିଛି ବୈଷୟିକ ପରିବର୍ତନ ପାଇଁ ପରାମର୍ଶ ଦେଇଥିଲା ।

ପ୍ରସ୍ତାବ ଉପସ୍ଥାପନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ମଲୟାଲମରେ ରାଜ୍ୟକୁ କେରଳମ କୁହାଯାଏ। ସମ୍ବିଧାନର ପ୍ରଥମ ଅନୁସୂଚୀରେ ଆମ ରାଜ୍ୟର ନାମ କେରଳ ଲେଖାଯାଇଛି। ତେଣୁ ସମ୍ବିଧାନର ଅନୁଛେଦ-୩ ଅନୁସାରେ ପ୍ରଥମ କାର୍ୟ୍ୟସୂଚୀରେ ଏହାର ନାଁ ପରିବର୍ତ୍ତନ କରି କେରଳମ କରାଯାଉ ବୋଲ ମୁଖ୍ୟମନ୍ତ୍ରୀ କେନ୍ଦ୍ରକୁ ଅନୁରୋଧ କରିଛନ୍ତି। ଦ୍ୱିତୀୟ ଥର ପାଇଁ ବିଧାନସଭାରେ ରାଜ୍ୟର ନାଁ ପରିବର୍ତ୍ତନ ପାଇଁ ପ୍ରସ୍ତାବ ପାରିତ ହୋଇଛି। କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପ୍ରଥମ ପ୍ରସ୍ତାବର ସମୀକ୍ଷା କରିଥିଲା ଏବଂ କିଛି ବୈଷୟିକ ପରିବର୍ତନ ପାଇଁ ପରାମର୍ଶ ଦେଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ