Masthead

‘ଟ୍ରାଫିକ ପୋଷ୍ଟରୁ ହଟିବ ରେଡ ଲାଇଟ’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱରରୁ ହଟିବ ନାଲି ବତି। ଆଉ ଘଣ୍ଟା ଘଣ୍ଟା ଧରି ଟ୍ରାଫିକ ରେ ଫସିବାକୁ ପଡ଼ିବନି। ନୂଆ ବିକଳ୍ପ ଚିନ୍ତା କରୁଛନ୍ତି ସରକାର ବୋଲି କହିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର । ଓଭର ବ୍ରିଜ, ଆପ୍ରୋଚ ରୋଡ ପରି ବ୍ୟବସ୍ଥା କରାଯିବ। ଖୁବ୍ ଶୀଘ୍ର ଏ ନେଇ ବିଭାଗ ସ୍ତରୀୟ ଆଲୋଚନା କରାଯାଇ ନିଷ୍ପତି ନିଆଯିବ ବୋଲି କହିଛନ୍ତି କୃଷ୍ଣଚନ୍ଦ୍ର ମହାପାତ୍ର ।

ଏହାସହ ଟ୍ୱିନସିଟି ମଧ୍ୟରେ ଯାତାୟାତ ସୁଗମ କରିବାକୁ ଭୁବନେଶ୍ୱରରେ ମେଟ୍ରୋ ପ୍ରକଳ୍ପକୁ ଗୁରୁତ୍ୱ ଦିଆଯିବ । ରାଜ୍ୟ ବଜେଟ ସ୍ଥିତି ସମୀକ୍ଷା ପରେ ଦରକାର ପଡ଼ିଲେ କେନ୍ଦ୍ର ସରକାରଙ୍କ ସହଯୋଗ ନିଆଯିବ । ଡବଲ ଇଞ୍ଜିନ ସରକାର ନିଶ୍ଚିତ ଏଥିପାଇଁ ଓଡ଼ିଶାକୁ ସହଯୋଗ କରିବେ । ମେଟ୍ରୋ ଏକ ବଡ଼ ବ୍ୟବସ୍ଥା । ତାକୁ କିଭଳି ତ୍ୱରାନ୍ୱିତ କରାଯିବ, ବର୍ଷା ଦିନରେ କିଭଳି କାମ ଚାଲିବ, ସେନେଇ ଖୁବଶୀଘ୍ର ପୁଙ୍ଖାନୁପୁଙ୍ଖ ଆଲୋଚନା ହେବ ବୋଲି କହିଛନ୍ତି ମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ