Masthead

ନିର୍ମାଣ ବେଆଇନ ହୋଇଥିଲେ ହେବ କାର୍ଯ୍ୟାନୁଷ୍ଠାନ: ଜିଏ ଅଧିକାରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବବିଙ୍କ କ୍ୱାର୍ଟର୍ସ ଦେଖିବା ପରେ ଜିଏ ଅଧିକାରୀଙ୍କ ବଡ଼ ସୂଚନା । କହିଛନ୍ତି ନିର୍ମାଣ ପାଇଁ ଅନୁମତି ନଥିଲେ କାର୍ଯ୍ୟାନୁଷ୍ଠାନ ହେବ । ମୂଳ କ୍ୱାର୍ଟର୍ସ ଯାହା ଯେମିତି ଥିଲା, ସେମିତି ରହିଛି । କ୍ୱାର୍ଟର୍ସ ପରିସରରେ ଦୁଇଟି ବଡ଼ କୋଠା ନିର୍ମାଣ କରାଯାଇଛି । ପ୍ରାୟ ୨ ହଜାର ବର୍ଗଫୁଟର ଷ୍ଟିଲ ଷ୍ଟ୍ରକଚର ନିର୍ମାଣ କରାଯାଇଛି ।

ନିର୍ମାଣ କରାଯାଇଥିବା ଏହି ଷ୍ଟ୍ରକଚର ଦୁଇଟି ଭଙ୍ଗାଯାଇଛି । ଏ ନିର୍ମାଣ ପାଇଁ ଅନୁମତି ଦିଆଯାଇଥିଲା କି ନାହିଁ ତଦନ୍ତ ହେବ । ଯଦି ନିର୍ମାଣ ବେଆଇନ ହୋଇଥିବ, କାର୍ଯ୍ୟାନୁଷ୍ଠାନ ନିଆଯିବ । ବିଜେଡି ନେତା ପ୍ରଣବ ପ୍ରକାଶ ଦାସଙ୍କ କ୍ୱାର୍ଟର୍ସରେ । ବବିଙ୍କ କ୍ୱାର୍ଟର୍ସ ଭିତରେ ନିର୍ମାଣ ଭଙ୍ଗାକୁ ନେଇ ବିବାଦ ଦେଖାଦେଇଛି । କାହିଁକି ନିର୍ମାଣ ହୋଇଥିଲା ଏବଂ କାହିଁକି ଭଙ୍ଗାଯାଉଛି, ତାକୁ ନେଇ ଚର୍ଚ୍ଚା ଜୋର ଧରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ