Masthead

ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ୨ ଉପମୁଖ୍ୟମନ୍ତ୍ରୀ କେଭି ସିଂ ଦେଓ ଓ ପ୍ରଭାତି ପରିଡ଼ାଙ୍କ ସହ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀ ମୋଦି, ସ୍ୱରାଷ୍ଟ୍ର ମନ୍ତ୍ରୀ ଓ ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କୁ ସାକ୍ଷାତ କରିବେ ବୋଲି ଜଣାପଡିଛି। ଏଥିସହ ବିଜେପିରର କିଛି ଶୀର୍ଷ ନେତୃତ୍ୱଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହିଛି । ତେବେ ରାଜ୍ୟରେ ବିଜେପି ସରକାର ହେବା ପରେ ପ୍ରଥମ ଥର ଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ପ୍ରଧାନମନ୍ତ୍ରୀଙ୍କୁ ଭେଟି ସୌଜନ୍ୟମୂଳକ ସାକ୍ଷାତ କରିବେ ମୁଖ୍ୟମନ୍ତ୍ରୀ । ଅମିତ ଶାହ ଏବଂ ଜେପି ନଡ୍ଡାଙ୍କୁ ଭେଟିବା କାର୍ଯ୍ୟକ୍ରମ ମଧ୍ୟ ରହିଛି । ବିଜେପିର ଆଉ କିଛି ଶୀର୍ଷ ନେତୃତ୍ୱଙ୍କୁ ଭେଟିବା ସୂଚନା ରହିଛି । ନିର୍ବାଚନ ପ୍ରତିଶ୍ରୁତି ପୂରଣ ନେଇ ଆଲୋଚନା କରିପାରନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା