Masthead

୬ରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଚାରି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୬ ତାରିଖ ସଂଧ୍ୟାରେ ଆସି ୯ ତାରିଖ ପର୍ଯ୍ୟନ୍ତ ରହିବେ ରାଷ୍ଟ୍ରପତି । ୭ ତାରିଖରେ ପୁରୀ ରଥଯାତ୍ରାରେ ଅଂଶଗ୍ରହଣ କରିବେ । ୬ ସଂଧ୍ୟାରେ ଉତ୍କଳମଣିଙ୍କ ୯୬ତମ ଶ୍ରାଦ୍ଧବାର୍ଷିକୀରେ ଯୋଗଦେବେ ।

୮ ତାରିଖରେ ଖଣ୍ଡଗିରି, ଉଦୟଗିରି ପରିଦର୍ଶନ କରିବେ ରାଷ୍ଟ୍ରପତି । ୮ ଅପରାହ୍ନରେ ଡିଭାଇନ୍‌ ରିଟ୍ରିଟ୍‌ ସେଣ୍ଟର ଉଦ୍‌ଘାଟନ କରିବେ । ୯ ତାରିଖ ପୂର୍ବାହ୍ନରେ ନାଇଜର୍‌ କାର୍ଯ୍ୟକ୍ରମରେ ଯୋଗଦେବେ । ସେହିଦିନ ଅପରାହ୍ନରେ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ରାଷ୍ଟ୍ରପତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ