ପେପର ଲିକ୍ ଘଟଣାର ହେବ ନିରପେକ୍ଷ ଯାଞ୍ଚ: ରାଷ୍ଟ୍ରପତି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ପେପର ଲିକ୍‌ର ନିରପେକ୍ଷ ଯାଞ୍ଚ ହେବ କହିଲେ ରାଷ୍ଟ୍ରପତି। ନିରପେକ୍ଷ ଯାଞ୍ଚ ପାଇଁ ସରକାର ପ୍ରତିବଦ୍ଧ। ପରୀକ୍ଷା ପରିଚାଳନାରେ ଜଡ଼ିତ ସଂସ୍ଥାରେ ସଂସ୍କାର ପାଇଁ ଉଦ୍ୟମ କରାଯାଉଛି। ପେପର ଲିକ୍ ରୋକିବାକୁ ସରକାର କଡ଼ା ଆଇନ ଆଣିଛନ୍ତି। ଆଜି ସଂସଦ ଭବନର ମିଳିତ ଅଧିବେଶନକୁ ଉଦବୋଧନ ଦେଇ ରାଷ୍ଟ୍ରପତି ମୁର୍ମୁ ଏହି ସମ୍ବେଦନଶୀଳ ବିଷୟ ପ୍ରତି ଗୁରୁତ୍ୱାରୋପ କରିଛନ୍ତି। ରାଷ୍ଟ୍ରପତି କହିଛନ୍ତି ଯେ, ନିଟ୍ ପରୀକ୍ଷାରେ ଅନିୟମିତତା ହୋଇଥିବା ଅଭିଯୋଗ ଆସିଛି।

ପୂର୍ବରୁ ମଧ୍ୟ ବିଭିନ୍ନ ରାଜ୍ୟରେ ପେପର ଲିକ୍ ଖବର ସାମ୍ନାକୁ ଆସିଥିଲା। ନିଟ୍-ୟୁଜି ପେପର ଲିକ୍‌ ଉପରେ ନିରପେକ୍ଷ ଯାଞ୍ଚ ଚାଲିଛି। ଦୋଷୀଙ୍କୁ କଠୋରରୁ କଠୋର ଦଣ୍ଡ ଦେବାକୁ ଆମ ସରକାର ପ୍ରତିବଦ୍ଧ। ପେପର ଲିକ୍ ରୋକିବାକୁ ଆମ ସରକାର କଡ଼ା ଆଇନ ଆଣିଛନ୍ତି। ପରୀକ୍ଷା ପରିଚାଳନାରେ ଜଡ଼ିତ ସଂସ୍ଥାରେ ସଂସ୍କାର ପାଇଁ ଉଦ୍ୟମ କରାଯାଉଛି। ଏଥିପାଇଁ ଦଳୀୟ ରାଜନୀତିରୁ ଊର୍ଦ୍ଧ୍ୱରେ ରହି ପଦକ୍ଷେପ ନେବା ଉଚିତ୍ ବୋଲି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ