Masthead

ଅସରାଏ ବର୍ଷାରେ ଭାସିଲା ରାଜଧାନୀ ଦିଲ୍ଲୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପ୍ରବଳ ବର୍ଷା ପରେ ପାଣିରେ ଭାସୁଛି ରାଜଧାନୀ ଦିଲ୍ଲୀ । ରାସ୍ତାରେ ଗାଡି ଯିବା ତ ଦୂରର କଥା ଚାଲି ଚାଲି ଗଲେ ବି ଆଣ୍ଠୁଏ ଉଚ୍ଚର ପାଣି ଦେଇ ଯିବାକୁ ପଡୁଛି । ରାସ୍ତା ଉପରେ ଚାଲିଛି ନାଳପାଣି। ରାସ୍ତାରେ ଫସିଛନ୍ତି ଶହ ଶହ ଯାନବାହନ ଓ ଯାତ୍ରୀ। ସ୍ଥିତି ଏପରି ହୋଇଛି ଯେ ଅନେକ ବସ ଅଧାବୁଡିବା ଅବସ୍ଥାରେ ରହିଛି।

କିଛି ସ୍ଥାନରେ ଆମ୍ବୁଲାନ୍ସ ଫସିବା ବି ଦେଖାଯାଇଛି। ଗତ ଦୁଇ ମାସର ପ୍ରବଳ ଗ୍ରୀଷ୍ମ ଜ୍ବାଳା ପରେ ଏବେ ବର୍ଷା ତାଣ୍ଡବ ଦିଲ୍ଲୀବାସୀଙ୍କୁ ହରକତ କରିଛି। ଅନେକ ଅଞ୍ଚଳରେ ଲୋକେ ଘରୁ ପଦାକୁ ଆସିବା ଅସମ୍ଭବ ହୋଇପଡିଲାଣି । ଗତ ୨୪ ଘଣ୍ଟା ମଧ୍ୟରେ ଦିଲ୍ଲୀର ୨୨୮ ମିଲିମିଟର ବର୍ଷା ହୋଇଥିବା ସୂଚନା ମିଳିଛି। ସେହିପରି ହରିଆଣାରେ ମଧ୍ୟ ପ୍ରବଳ ବର୍ଷା ହୋଇଛି। ଶହ ଶହ ଯାନବାହନ ରାସ୍ତାରେ ଅଟକି ରହିଛନ୍ତି। ଲକ୍ଷାଧିକ ଲୋକ ଜଳଘେରରେ ରହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼