Masthead

ଟି-୨୦ ବିଶ୍ୱକପର ଫାଇନାଲ, ମୁହାଁମୁହିଁ ହେବେ ଭାରତ-ଦକ୍ଷିଣ ଆଫ୍ରିକା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ଟି-୨୦ ବିଶ୍ୱକପର ଫାଇନାଲ । ଟାଇଟଲ ପାଇଁ ପଡିଆରେ ମୁହାଁମୁହିଁ ହେବେ ଭାରତ ଓ ଦକ୍ଷିଣ ଆଫ୍ରିକା । ରାତି ୮ଟାରେ ବାରବାଡୋସରେ ଖେଳାଯିବ ମ୍ୟାଚ୍ । ସ୍ଥାନୀୟ ପାଣିପାଗ ବିଭାଗର ସୂଚନା ଅନୁସାରେ ବାର୍ବାଡୋସରେ ହେବାକୁ ଥିବା ଏହି ମ୍ୟାଚକୁ ବର୍ଷା ଧୋଇଦେବା ଆଶଙ୍କା ରହିଛି । ପୂର୍ବରୁ ମଧ୍ୟ ୱାର୍ଲଡ କପର ବହୁ ମ୍ୟାଚ ବର୍ଷା ବାଧିତ ହୋଇଛି ।

ତେଣୁ ଆଜିର ମ୍ୟାଚ ବର୍ଷା ଯୋଗୁଁ ବାଧିତ ହେଲେ ରିଜର୍ଭ ଡେକୁ ଘୁଞ୍ଚିଯିବ ମ୍ୟାଚ । ଜୁନ ୩୦ ତାରିଖରେ ରିଜର୍ଭ ଡେ ରଖାଯାଇଛି । ଯଦି ମ୍ୟାଚ ୧୦-୧୦ ଓଭର ଖେଳାନ ଯାଏ ତେବେ ରିଜର୍ଭ ଡେକୁ ସିଫ୍ଟ ହୋଇଯିବ । ଆଇସିସିର ନିୟମ ଅନୁସାରେ ଫାଇନାଲ ମ୍ୟାଚ ହୋଇନପାରିଲେ କିମ୍ବା ଟାଇ ସ୍ଥିତି ହେଲେ ସୁପର ଓଭର ଖେଳାଯାଇଥାଏ । ଯଦି ରିଜର୍ଭ ଡେରେ ମଧ୍ୟ ଫଳାଫଳ ବାହାରିନପାରିଲେ ଦୁଇ ଦଳକୁ ଯୁଗ୍ମ ବିଜେତା ଭାବେ ଘୋଷଣା କରାଯିବ ବୋଲି ସୂଚନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ