ନିଟ୍ ପ୍ରଶ୍ନପତ୍ର ଲିକ୍ ମାମଲା: ସାମ୍ବାଦିକ ଗିରଫ

ନୁଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):ନିଟ୍ ପ୍ରଶ୍ନପତ୍ର ଲିକ୍ ମାମଲାରେ ତଦନ୍ତ ପ୍ରକ୍ରିୟାକୁ ତ୍ବରାନ୍ବିତ କରିଛି ସିବିଆଇ । ଏହି କ୍ରମରେ ଝାଡ଼ଖଣ୍ଡର ହଜାରିବାଗରେ ଥିବା ଏକ ସ୍କୁଲ ଉପରେ ଚଢଉ କରି ଗତକାଲି ହଜାରୀବାଗର ଓଆସିସ୍ ସ୍କୁଲର ପ୍ରଧାନ ଶିକ୍ଷକ ଅହସାନ-ଉଲ-ହକ୍ ଏବଂ ଉପାଧ୍ୟକ୍ଷ ଇମତିଆଜ ଆଲାମଙ୍କୁ ସିବିଆଇ ଗିରଫ କରିଥିଲା । ଏବେ ଏହି ମାମଲାରେ ଅନ୍ୟ ଜଣେ ଅଭିଯୁକ୍ତକୁ ଗିରଫ କରିଛି। ଶନିବାର ଏହି ମାମଲାରେ ଜଣେ ସାମ୍ବାଦିକଙ୍କୁ ଗିରଫ କରିଛି ସିବିଆଇ । ହଜାରୀବାଗରୁ ସାମ୍ବାଦିକ ଜମାଲୁଦ୍ଦିନଙ୍କୁ ଗିରଫ କରିଛି ସିବିଆଇ । ଏବେ ସୁଦ୍ଧା ଧରାପଡ଼ିଲେଣି ୫ ଅଭିଯୁକ୍ତ

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’