Masthead

ବଦଳିବ ‘ଲକ୍ଷ୍ମୀ ବସ୍’ର ନାଁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଦଳିବ ‘ଲକ୍ଷ୍ମୀ ବସ୍’ର ନାଁ । ନୂଆ ନାମ ମୁଖ୍ୟମନ୍ତ୍ରୀ ବସ୍ ସେବା ହେବ ବୋଲି ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ସୂଚନା ଦେଇଛନ୍ତି । ସରକାର ବଦଳିବା ପରେ ‘ଲକ୍ଷ୍ମୀ ବସ୍’ର ଭବିଷ୍ୟତକୁ ନେଇ ଦେଖାଦେଇଥିଲା ଅନିଶ୍ଚିତତା । ବିଜେଡି ସରକାର ଏହି ଯୋଜନାକୁ ଗତବର୍ଷ ଆରମ୍ଭ କରିଥିଲେ । ଅଳ୍ପ ଟଂକାରେ ପଂଚାୟତ ଓ ବ୍ଲକକୁ ସହର ସହ ଯୋଡିବା ପାଇଁ ନବୀନ ସରକାର ଏହି ଯୋଜନା କରିଥିଲେ । କିନ୍ତୁ ସରକାର ବଦଳିବା ପରେ ଏହି ଯୋଜନାର ଭବିଷ୍ୟତକୁ ନେଇ ଅନିଶ୍ଚିତତା ଦେଖାଦେଇଥିଲା । ଅନେକ ସ୍ଥାନରେ ବସ ଗୁଡିକ ପଡି ରହିଥିବା ଦେଖିବାକୁ ମିଳିଛି । ଏହାପରେ ବସ ସେବା ଜାରି ରହିବ କିନ୍ତୁ ନୂଆ ନାଁରେ ଚାଲିବ ବୋଲି ପରିବହନ ମନ୍ତ୍ରୀ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା