Masthead

ମୋଦିଙ୍କ ଜନ୍ମଦିନରେ ଶୁଭାରମ୍ଭ ହେବ ‘ସୁଭଦ୍ରା ଯୋଜନା’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସେପ୍ଟେମ୍ବର ୧୭ରେ ରାଜ୍ୟରେ ଶୁଭାରମ୍ଭ ହେବ ସୁଭଦ୍ରା ଯୋଜନା । ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନ ଅବସରରେ ସୁଭଦ୍ରା ଟଙ୍କା ରିଲିଜ ହେବ । ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କରିଛନ୍ତି ଘୋଷଣା । ଦିଲ୍ଲୀର ହଜଖାସ ମନ୍ଦିରରେ ପ୍ରବାସୀଙ୍କୁ ଅଭିଭାଷଣରେ ଦେଇ ଏହି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି ।

ସେପ୍ଟେମ୍ବର ୧୭ ତାରିଖ ହେଉଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ । ଆଉ ଏହି ଦିନ ଓଡ଼ିଶାରେ ଆରମ୍ଭ ହେବ ‘ସୁଭଦ୍ରା’ ଯୋଜନା । ଏହି ଦିନ ପ୍ରଧାନମନ୍ତ୍ରୀ ଓଡ଼ିଶା ଆସିବେ । ଆଉ ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତିରେ ଏବି କାର୍ଯ୍ୟକ୍ରମରେ ଶୁଭାରମ୍ଭ ହେବ । ଏଥିରେ ୫ ଲକ୍ଷ ମହିଳା ଯୋଗଦେବେ । ଏହି ଯୋଜନା ଅଧିନରେ ମହିଳା ହିତାଧିକାରୀଙ୍କୁ ୫୦ ହଜାର ଟଙ୍କାର ଭାଉଚର ମିଳିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ