ଭୁବନେଶ୍ୱରରେ ନୂଆ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱରରେ ପହଞ୍ଚିଲେ ନବ ନିଯୁକ୍ତ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା । ଦିଲ୍ଲୀରୁ ବିମାନ ଯୋଗେ ଭୁବନେଶ୍ୱର ପହଞ୍ଚିଛନ୍ତି ମନୋଜ ଆହୁଜା । ମୁଖ୍ୟ ଶାସନ ସଚିବ ଭାବରେ ନାମ ଘୋଷଣା ପରେ ଓଡ଼ିଶା ଫେରିଛନ୍ତି ମନୋଜ ।ସେପଟେ ଆଜି ସରୁଛି ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ । ଆଜି ଅପରାହ୍ନରେ ନୂଆ ମୁଖ୍ୟ ସଚିବ ଭାବରେ ଦାୟିତ୍ଵ ଗ୍ରହଣ କରିପାରନ୍ତି ମନୋଜ ଆହୁଜା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’