Masthead

ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଙ୍କୁ କରୋନା

ଭୁବନେଶ୍ୱର ,(ବଡ଼ ଖବର ବ୍ୟୁରୋ):

ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ରାଜ୍ୟପାଳ ଓ ତାଙ୍କ ପତ୍ନୀ ଉଭୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କରୋନା ଆକ୍ରାନ୍ତ ନେଇ ଟ୍ୱିଟ୍ କରି ସୂଚନା ଦେଲେ ନିଜେ ରାଜ୍ୟପାଳ। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଏଵଂ ତାଙ୍କ ପତ୍ନୀ ଉଭୟ କରୋନା ଆକ୍ରାନ୍ତ । ଏନେଇ ଟ୍ୱିଟ୍ କରି ସୂଚନା ଦେଲେ ରାଜ୍ୟପାଳ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ