Masthead

ନୂଆ ଆଇନ ଲାଗୁ ହେବା ପରେ ରୁଜୁ ହେଲା ପ୍ରଥମ ଏଫଆଇଆର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜିଠୁ ଲାଗୁ ହେଲା ୩ ନୂଆ ଅପରାଧିକ ଆଇନ ବ୍ୟବସ୍ଥା । ଭାରତୀୟ ନ୍ୟାୟ ସଂହିତାରେ ଦିଲ୍ଲୀରେ ହେଲା ପ୍ରଥମ ଏଫଆଇଆର । ଭାରତୀୟ ନ୍ୟାୟ ସଂହିତା ୨୦୨୩ ଅଧିନରେ ଏହି ଏଫଆଇଆର ରୁଜୁ କରାଯାଇଛି ।

ଦିଲ୍ଲୀର କମଳା ମାର୍କେଟରେ ଫୁଟ ଓଭରବ୍ରିଜ ଅବରୋଧ କରିଥିବା ଅଭିଯୋଗରେ ଜଣେ ଉଠା ଦୋକାନୀଙ୍କ ବିରୋଧରେ ଏଫଆଇଆର ରୁଜୁ କରିଛନ୍ତି ନିଜେ ଥାନାର ସବ ଇନ୍ସପେକ୍ଟର । ପେଟ୍ରୋଲିଂ ବେଳେ ଉଠାଦୋକାନୀଙ୍କ ଦୋକାନ ଯୋଗୁଁ ଫୁଟ ଓଭରବ୍ରିଜ ଅବରୋଧ ହୋଇଥିବା ସବ ଇନ୍ସପେକ୍ଟର ଦେଖିବାକୁ ପାଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୫ ହଜାର କୋଟିର ଫାଇନ୍ ଗଣିବ ମେଟା 🔴 ୧୨ ଜିଲ୍ଲାକୁ ସତର୍କ ସୂଚନା 🔴 ବିନା ଫିଟନେସରେ ଗାଡ଼ି ଚଳାଉଥିଲେ ସାବଧାନ 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୫ ହଜାର କୋଟିର ଫାଇନ୍ ଗଣିବ ମେଟା 🔴 ୧୨ ଜିଲ୍ଲାକୁ ସତର୍କ ସୂଚନା 🔴 ବିନା ଫିଟନେସରେ ଗାଡ଼ି ଚଳାଉଥିଲେ ସାବଧାନ