Masthead

ଅଭିଯୋଗ ପ୍ରକୋଷ୍ଠରେ ମୋହନଙ୍କ ପ୍ରଥମ ଶୁଣାଣି, ଭୂମିହୀନ ବ୍ୟକ୍ତିଙ୍କୁ ଜାଗା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଅଭିଯୋଗ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପ୍ରଥମ ସୋମବାର ଅଭିଯୋଗର ଶୁଣାଣି କରୁଛନ୍ତି ମୁଖ୍ୟମନ୍ତ୍ରୀ । କେତେକ ଦିବ୍ୟାଙ୍ଗ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଅଭିଯୋଗ ପାଇଁ ଆସିଛନ୍ତି । ପ୍ରଥମେ କେନ୍ଦୁଝର ଆନନ୍ଦପୁରରୁ ଆସିଥିବା ବ୍ୟକ୍ତିଙ୍କ ଅଭିଯୋଗ ଶୁଣିଲେ ମୋହନ । ପ୍ରଥମ ଶୁଣାଣିରେ ଅଭିଯୋଗ ନେଇ ଆସିଥିବା ଭୂମିହୀନ ବ୍ୟକ୍ତିଙ୍କୁ ଜାଗା ଦେବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ଅଭିଯୋଗ ଶୁଣାଣି ପରେ ଉକ୍ତ ବ୍ୟକ୍ତି କହିଛନ୍ତି, ଭୂମିହୀନ ହୋଇଥିବାରୁ ଦୀର୍ଘଦିନ ଧରି ଜମି ପାଇବାକୁ ଜିଲ୍ଲାପାଳଙ୍କ ଅଫିସକୁ ଧାଉଁଥିଲି । କିନ୍ତୁ କେହି ମୋ କଥା ଶୁଣିନଥିଲେ । କିନ୍ତୁ ଏବେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ମୋ ଅଭିଯୋଗ ଜଣାଇଛି । ମୁଖ୍ୟମନ୍ତ୍ରୀଙ୍କ ସହ ବେଶ କିଛି ସମୟ କଥା ହେବା ପରେ ଜମି ମିଳିବାକୁ ପ୍ରତିଶ୍ରୁତି ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଏକାଠି ଜଳିଲା ତିନି ଭାଇଙ୍କ ଜୁଇ 🔴 ଆଉ ନାହାନ୍ତି କାଣ୍ଟା ଲଗା ଫେମ୍ ସେଫାଳୀ 🔴 ନବୀନଙ୍କୁ ପାଣ୍ଡିଆନଙ୍କ ହାଇଜାକ୍!…ହସ୍ପିଟାଲ ସାକ୍ଷୀ 🔴 ଶରଧାବାଲିରେ ୩ ରଥ 🔴 ଆଜି ପୁଣି ଗଡ଼ିବ ରଥ 🔴 ବ୍ଲକବଷ୍ଟର ‘ବୋଉ ବୁଟୁ ଭୂତ’ 🔴 ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ 🔴 ପୁଣି ଚର୍ଚ୍ଚାରେ ନୀଳ ଡ୍ରମ ! 🔴 ରଥରେ ବିରାଜିଲେ ଚତୁର୍ଦ୍ଧାମୂର୍ତ୍ତି 🔴 ଆନ୍ତର୍ଜାତୀୟ ସ୍ପେଶ୍ ଷ୍ଟେସନରେ ଶୁଭାଂଶୁ ଶୁକ୍ଲା 🔴 ଏକାଠି ଜଳିଲା ତିନି ଭାଇଙ୍କ ଜୁଇ 🔴 ଆଉ ନାହାନ୍ତି କାଣ୍ଟା ଲଗା ଫେମ୍ ସେଫାଳୀ 🔴 ନବୀନଙ୍କୁ ପାଣ୍ଡିଆନଙ୍କ ହାଇଜାକ୍!…ହସ୍ପିଟାଲ ସାକ୍ଷୀ 🔴 ଶରଧାବାଲିରେ ୩ ରଥ 🔴 ଆଜି ପୁଣି ଗଡ଼ିବ ରଥ 🔴 ବ୍ଲକବଷ୍ଟର ‘ବୋଉ ବୁଟୁ ଭୂତ’ 🔴 ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ 🔴 ପୁଣି ଚର୍ଚ୍ଚାରେ ନୀଳ ଡ୍ରମ ! 🔴 ରଥରେ ବିରାଜିଲେ ଚତୁର୍ଦ୍ଧାମୂର୍ତ୍ତି 🔴 ଆନ୍ତର୍ଜାତୀୟ ସ୍ପେଶ୍ ଷ୍ଟେସନରେ ଶୁଭାଂଶୁ ଶୁକ୍ଲା