Masthead

‘ରଥଯାତ୍ରାରେ ଭିଆଇପିଙ୍କୁ ମନ୍ଦିର ପ୍ରବେଶ ମନା’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତାକାଲି ପୁରୀରେ ରଥଯାତ୍ରାର ଚୂଡ଼ାନ୍ତ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ସେ କହିଛନ୍ତି ରଥଯାତ୍ରାକୁ ଶୃଙ୍ଖଳିତ କରିବାକୁ ସବୁ ପ୍ରକାର ବ୍ୟବସ୍ଥା କରାଯାଉଛି । ରଥଯାତ୍ରାରେ ଶୃଙ୍ଖଳା ଓ ମହିଳାଙ୍କ ସୁରକ୍ଷାକୁ ପ୍ରାଥମିକତା ଦିଆଯାଇଛି । ରଥଯାତ୍ରା ଦିନ ମନ୍ଦିର ଭିତରକୁ ଭିଆଇପିଙ୍କୁ ପ୍ରବେଶ ମନା ହୋଇଛି । ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ଆଇନ ଶୃଙ୍ଖଳା କଡ଼ାକଡ଼ି କରାଯାଇଥିବା କହିଛନ୍ତି ପୃଥ୍ୱୀରାଜ ହରିଚନ୍ଦନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି