Masthead

ଇଭିଏମ ଉପରେ ବିଶ୍ୱାସ ନଥିଲା, ଆଜି ବି ନାହିଁ: ଅଖିଳେଶ ଯାଦବ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମଙ୍ଗଳବାର ଲୋକ ସଭାରେ ନରେନ୍ଦ୍ର ମୋଦି ସରକାର ଉପରେ ଖୁବ ବର୍ଷିଛନ୍ତି ସମାଜବାଦୀ ପାର୍ଟିର ମୁଖ୍ୟ ଅଖିଳେଶ ଯାଦବ । ସେ ଇଭିଏମ ବିଷୟରେ ଉଠାଇଛନ୍ତି । କହିଛନ୍ତି ଯେ ଇଲେକ୍ଟ୍ରୋନିକ ଭୋଟିଂ ମେଶିନ ବା ଇଭିଏମ ସଂପୂର୍ଣ୍ଣ ନ ହଟିବା ପର୍ଯ୍ୟନ୍ତ ତାଙ୍କର ସଂଗ୍ରାମ ଜାରି ରହିବ । ଯଦି ସେ କ୍ଷମତାକୁ ଆସନ୍ତି ତେବେ ସେ ଇଭିଏମ ହଟାଇ ଦେବେ।

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣ ଉପରେ ଲୋକ ସଭାରେ ଆଲୋଚନା ବେଳେ ଅଖିଳେଶ ଯାଦବ ମଙ୍ଗଳବାର ଏହା କହିଛନ୍ତି। ଏହି ସମୟରେ ସେ କହିଛନ୍ତି, ‘ଗତକାଲି ମଧ୍ୟ ଇଭିଏମ ଉପରେ କୌଣସି ବିଶ୍ୱାସ ନଥିଲା ଏବଂ ଆଜି ବି ବିଶ୍ୱାସ ନାହିଁ। ଯଦିଓ ମୁଁ ୮୦ ଟି ସିଟ ମଧ୍ୟରୁ ୮୦ଟି ଜିତିବି, ଇଭିଏମ ଉପରେ କୌଣସି ବିଶ୍ୱାସ ନାହିଁ । ଇଭିଏମ ପ୍ରସଙ୍ଗ ମରିନାହିଁ । ଯେତେବେଳେ ଆମେ ଆସିବୁ, ଆମେ ଇଭିଏମ ଉଠାଇ ଦେବୁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି