Masthead

ଏଥିପାଇଁ ହାରିଲା ବିଜେଡି, କାରଣ କହିଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ୱାଳ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେଡି ପରାଜୟକୁ ନେଇ ମୁହଁ ଖୋଲିଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ୱାଳ । ଭୁଲ୍‌ ବୁଝାମଣାରୁ ନିର୍ବାଚନରେ ବିଜେଡି ହାରିଲା କହିଲେ ପ୍ରଭାତ । ଚୌଦ୍ୱାରରେ ଏକ ସମ୍ବର୍ଦ୍ଧନା ଉତ୍ସବରେ ପ୍ରଭାତ ବିଶ୍ୱାଳଙ୍କ ମନ୍ତବ୍ୟ । ପ୍ରଭାତ ବିଶ୍ୱାଳ କହିଛନ୍ତି, ଭୁଲ୍‌ ବୁଝାମଣା ଯୋଗୁ ନିର୍ବାଚନରେ ବିଜେଡି ହାରିଛି।

ସେ ଆହୁରି କହିଛନ୍ତି, କେଉଁଠି ନା କେଉଁଠି ଆଣ୍ଟି ଇନ୍‌କମ୍ବାନ୍‌ସୀ ଏକ ବଡ଼ ଫ୍ୟାକ୍ଟର ଭାବେ କାମ କରିଛି। ନବୀନ ପଟ୍ଟନାୟକ ନିର୍ମଳ ଭାବମୂର୍ତ୍ତି ପାଇଁ ଦୀର୍ଘଦିନ କାମ କଲେ। କିନ୍ତୁ ଦଳ ଭିତରେ କିଛି ଭୁଲ୍‌ ବୁଝାମଣା ପାଇଁ ଦଳର ଆଜି ଏହି ଅବସ୍ଥା ହୋଇଛି। ଆମେ ଦଳ ପାଇଁ ଦିନ ରାତି ବହୁ ପରିଶ୍ରମ କରିଛୁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା