ଲାଞ୍ଚ ନେବାବେଳେ ଧରାପଡ଼ିଲେ ତହସିଲଦାର

ନୟାଗଡ଼(ବଡ଼ ଖବର ବ୍ୟୁରୋ): ଖଣ୍ଡପଡ଼ା ତହସିଲଦାରଙ୍କ ଘରେ ଭିଜିଲାନ୍ସ ରେଡ୍‌ । ତହସିଲଦାର ଧୋବେଇ ନାୟକଙ୍କ ଘରେ ଚାଲିଛି ରେଡ୍‌ । ନୟାଗଡ଼ ଭାପୁର ଓ ଭୁବନେଶ୍ୱର ସ୍ଥିତ ବାସଭବନରେ ଚାଲିଛି ରେଡ୍ । ତହସିଲ ଅଫିସର ଜଣେ କର୍ମଚାରୀଙ୍କୁ ଗିରଫ ପରେ ଚାଲିଛି ରେଡ୍‌ । ୨୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ତହସିଲ କର୍ମଚାରୀ ଧରାପଡ଼ିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ