ମନ୍ତ୍ରୀମାନଙ୍କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବପୂର୍ଣ୍ଣ ବୈଠକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମନ୍ତ୍ରୀ ମାନଙ୍କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ସହ ଅଛନ୍ତି ଉପ ମୁଖ୍ୟମନ୍ତ୍ରୀ । ବିଭିନ୍ନ ବିଭାଗର ମନ୍ତ୍ରୀଙ୍କ ସହ ରାଜ୍ୟ ଅତିଥି ଭବନରେ ଚାଲିଛି ବୈଠକ । ୧୦୦ ଦିନିଆ କାର୍ଯ୍ୟ ଖସଡ଼ାକୁ ନେଇ ହୋଇଛି ଆଲୋଚନା । ଦିଲ୍ଲୀରୁ ଫେରିବା ପରେ ମନ୍ତ୍ରୀ ମାନଙ୍କୁ ନେଇ ମୁଖ୍ୟମନ୍ତ୍ରୀ ଏହି ବୈଠକ କରୁଥିବା ବେଳେ ଏଥିରେ ସ୍ବାସ୍ଥ୍ୟ, ରାଜସ୍ବ, ଗଣଶିକ୍ଷା, ପୂର୍ତ୍ତ, ଜଙ୍ଗଲ ଓ ପରିବେଶ, କୃଷି ବିଭାଗର ମନ୍ତ୍ରୀ ମାନେ ଉପସ୍ଥିତ ଅଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ