ବେଆଇନ ବାଲିଘାଟ ବନ୍ଦ କରିବା ପାଇଁ ମେଳି ବାନ୍ଧିଲେ ୪ ପଞ୍ଚାୟତ ବାସୀ।

ଜଗତସିଂହପୁର (ବଡ଼ ଖବର ବ୍ୟୁରୋ): ଜଗତସିଂହପୁର ଜିଲ୍ଲା ନାଉଗାଁ ବ୍ଲକର କୋରୁଅ ପଞ୍ଚାୟତ ଦେଇ ଦେବି ନଦୀ ପ୍ରବାହିତ ହେଇଛି। କିନ୍ତୁ ଦୁଃଖର ବିଷୟ ଏହି ପଞ୍ଚାୟତକୁ ଲାଗି କାକଟପୁର ବ୍ଲକର ତିନିଗୋଟି ପଞ୍ଚାୟତ ଲାଗିରହିଛି। କିନ୍ତୁ କାକଟପୁର ତହସିଲ୍ ପକ୍ଷରୁ ପତ୍ର ସଂଖ୍ୟା ୪୨୪୮ ତାରିଖ ୧୬.୧୦.୨୦୧୮ ନିଲାମ ନିମନ୍ତେ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଜୈନିକ ବ୍ୟକ୍ତି ଲିଜ୍ ସୂତ୍ରରେ ଏହି ବାଲିଘାଟଟିକୁ ଲିଜ୍ ସୂତ୍ରରେ ପାଇଥିଲେ।

କିନ୍ତୁ ଆଜି ପର୍ଯ୍ୟନ୍ତ ଉକ୍ତ ବାଲିଘାଟଟିରୁ ବାଲି ଉତ୍ତୋଳନ ପାଇଁ ମଞ୍ଜୁରୀ ମିଳି ନଥିବା ବେଳେ ହଠାତ କିଛି ବାଲି ମାଫିଆ ଏଠିକାର ଜନସାଧାରଣମାନଙ୍କୁ ଭୟଭୀତ କରାଇ ବାଲି ଚୋରା ଚାଲାଣ କରୁଛନ୍ତି। ଯାହା ଫଳରେ ଏଠିକାର ଚାରିଗୋଟି ପଞ୍ଚାୟତ ସମ୍ପୂର୍ଣ୍ଣ ଭାବରେ ନଦୀ ଗର୍ଭରେ ଲୀନ ହୋଇଯିବାର ଆଶଙ୍କା ସୃଷ୍ଟି ହୋଇଛି। ତେଣୁ ତୁରନ୍ତ ଏହି ବେଆଇନ ବାଲିଘାଟ ଟିକୁ ବନ୍ଦ କରିବା ପାଇଁ ଚାରିଗୋଟି ପଞ୍ଚାୟତବାସୀ ଏକତ୍ରୀତ ହୋଇ ପ୍ରଶାସନ ନିକଟରେ ନିଜର ଦାବି ଜଣାଇଛନ୍ତି । ଯଦି ପ୍ରଶାସନ ଏଥିପ୍ରତି କୌଣସି ପଦକ୍ଷେପ ଗ୍ରହଣ ନକରେ ତେବେ ରାଜରାସ୍ତାକୁ ଓହ୍ଲାଇବା ପାଇଁ ସ୍ଥାନୀୟ ଅଞ୍ଚଳବାସୀ ଚେତାବନୀ ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’