Masthead

ପୁଣି ବିଗିଡ଼ିଲା ଆଡଭାନୀଙ୍କ ସ୍ୱାସ୍ଥ୍ୟାବସ୍ଥା, ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପୁଣି ମେଡ଼ିକାଲରେ ଭର୍ତ୍ତି ହେଲେ ବିଜେପିର ଭେଟେରାନ୍ ନେତା ଆଡ଼ଭାନୀ । ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ସଂପୃକ୍ତ ମେଡିକାଲର ଡାକ୍ତରଙ୍କ ପକ୍ଷରୁ ସୂଚନା । ବୁଧବାର ରାତିରେ ଦିଲ୍ଲୀର ଆପୋଲୋ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି ଏବଂ ତାଙ୍କୁ ନ୍ୟୁରୋଲୋଜି ବିଭାଗରେ ଭର୍ତ୍ତି କରାଯାଇଥିବା ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି। ସ୍ନାୟୁ ବିଜ୍ଞନୀ ଡା. ବିନୀତ ସୁରିଙ୍କ ତତ୍ତ୍ୱାବଧାନରେ ତାଙ୍କର ଚିକିତ୍ସା ଚାଲିଛି। ଗତ ଜୁନ୍‌ ୨୭ରେ ବାର୍ଦ୍ଧକ୍ୟଜନିତ ସମସ୍ୟା ଯୋଗୁ ଆଡଭାନୀଙ୍କୁ ଦିଲ୍ଲୀସ୍ଥିତ ଏମ୍‌ସରେ ଭର୍ତ୍ତି କରାଯାଇଥିଲା। ଏହାର ଦିନକ ପରେ ସେ ହସ୍ପିଟାଲରୁ ଡିସ୍‌ଚାର୍ଜ ହୋଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ