Masthead

ବବି ଦାସଙ୍କ ନାଁରେ ଏତଲା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେଡି ସଂଗଠନ ସଂପାଦକ ପ୍ରଣବ ପ୍ରକାଶ ଦାସଙ୍କ ନାଁରେ ଲିଖିତ ଅଭିଯୋଗ । କ୍ୟାପିଟାଲ ଥାନାରେ ଅଭିଯୋଗ କଲେ ଆଇନଜୀବୀ ସତ୍ୟ ଶିବସୁନ୍ଦର ମହାନ୍ତି । ସରକାରୀ ବାସଭବନରେ ଅନୁମତି ନନେଇ ନିର୍ମାଣ କରିଥିବା ଅଭିଯୋଗ । ସ୍ବତନ୍ତ୍ର କମିଟି ଗଢ଼ି ଏହାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ଅଭିଯୋଗପତ୍ରରେ ଦାବି । ସତ୍ୟ ଶିବସୁନ୍ଦରଙ୍କ ଅଭିଯୋଗ ନେଇ ପ୍ରଣବ ପ୍ରକାଶଙ୍କ ପ୍ରତିକ୍ରିୟା ମିଳିନି ।

ସତ୍ୟଙ୍କ ଅଭିଯୋଗ , ପ୍ରଣବ ଦାସ ନିଜ ସରକାରୀ ବାସଭବନରେ କରିଥିବା ବେଆଇନ ନିର୍ମାଣରେ ଚାଲିଥିଲା ଅନୈତିକ କାର୍ଯ୍ୟ । ଏହାସହ ଏହି ଜାଗାରେ ନିର୍ମାଣ କାର୍ଯ୍ୟ ପାଇଁ ସେ ପ୍ରଶାସନଠାରୁ ଅନୁମତି ନେଇନଥିଲେ । ଏହି ନିର୍ମାଣ ସମ୍ପୂର୍ଣ୍ଣ ବେଆଇନ ହୋଇଥିବାରୁ ଏହାର ଉଚ୍ଚ ସ୍ତରୀୟ ତଦନ୍ତ କରିବାକୁ ଦାବି କରିଛନ୍ତି ଆଇନଜୀବୀ । ଏନେଇ ସେ କ୍ୟାପିଟାଲ ପୋଲିସ ଷ୍ଟେସନରେ ଏଫଆଇଆର ଦାଏର କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି