Masthead

ରଥଯାତ୍ରା ପୂର୍ବରୁ ଶରଧାବାଲିରେ ସଫେଇ କାର୍ଯ୍ୟକ୍ରମ, ଝାଡ଼ୁ ମାରିଲେ ମୁଖ୍ୟମନ୍ତ୍ରୀ

ପୁରୀ (ବଡ଼ ଖବର ବ୍ୟୁରୋ): ଶରଧାବାଲିରେ ସଫେଇ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରଥଯାତ୍ରା ପୂର୍ବରୁ ଶରଧାବାଲିରେ ସଫେଇ କାର୍ଯ୍ୟକ୍ରମ । ସ୍ୱଚ୍ଛ ଭାରତ ଅଭିଯାନରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ । ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଝାଡ଼ୁ ମାରି ସଫେଇ କଲେ ମୋହନ ମାଝୀ । ସଫେଇ କାର୍ଯ୍ୟକ୍ରମରେ ସାମିଲ ହେଲେ ୨ଉପମୁଖ୍ୟମନ୍ତ୍ରୀ ।

ପୁରୀ ସାଂସଦ ସମ୍ବିତ ପାତ୍ର ମଧ୍ୟ ଏହି ସଫେଇ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି । ସେହିପରି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଓ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସହ ବିଧାୟକମାନେ ମଧ୍ୟ ହାତରେ ଝାଡୁ ଧରି ଶରଧାବାଲିରେ ସଫେଇ କରିଥିଲେ। ଏଥିରେ କିଛି ସ୍ୱେଚ୍ଛାସେବୀ ସଂଗଠନ ମଧ୍ୟ ସାମିଲ ହୋଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାସେ ହେଲା ପୋଖରୀରେ ୧୬ ବର୍ଷୀୟ କିଶୋର 🔴 ଡିଜିପି ଚୟନ ସୁପ୍ରିମକୋର୍ଟରେ ମାମଲା 🔴 ବଢିଲା ଚାମେଲିଙ୍କ ପାଇଁ ଅଡୁଆ 🔴 ଶ୍ମଶାନରୁ ୩ ଶବ ଗାୟବ 🔴 ଶସ୍ତା ହେଲା ଇଲିଶି, ମତ୍ସ୍ୟଜୀବୀଙ୍କ ଜାଲରେ ଟନ୍ ଟନ୍ ମାଛ 🔴 ମାଟିରେ ମିଶିବ ୩୩୦ ଘର 🔴 କଲମ୍ବିଆ ଭୂମିକମ୍ପ, ମୃତ୍ୟୁସଂଖ୍ୟା ୧୩୨ 🔴 ଆସୁଛି ଆଉ ଏକ ଲଘୁଚାପ 🔴 ସ୍ୱାଧୀନତା ଦିବସରେ ଗାନ କରାଯିବ ‘ବନ୍ଦେ ମାତରମ୍‌’ 🔴 ରାଜ୍ୟର ଯୁବପିଢିଙ୍କ ପାଇଁ ଖୁସି ଖବର,୧୩୨୬ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ 🔴 ମାସେ ହେଲା ପୋଖରୀରେ ୧୬ ବର୍ଷୀୟ କିଶୋର 🔴 ଡିଜିପି ଚୟନ ସୁପ୍ରିମକୋର୍ଟରେ ମାମଲା 🔴 ବଢିଲା ଚାମେଲିଙ୍କ ପାଇଁ ଅଡୁଆ 🔴 ଶ୍ମଶାନରୁ ୩ ଶବ ଗାୟବ 🔴 ଶସ୍ତା ହେଲା ଇଲିଶି, ମତ୍ସ୍ୟଜୀବୀଙ୍କ ଜାଲରେ ଟନ୍ ଟନ୍ ମାଛ 🔴 ମାଟିରେ ମିଶିବ ୩୩୦ ଘର 🔴 କଲମ୍ବିଆ ଭୂମିକମ୍ପ, ମୃତ୍ୟୁସଂଖ୍ୟା ୧୩୨ 🔴 ଆସୁଛି ଆଉ ଏକ ଲଘୁଚାପ 🔴 ସ୍ୱାଧୀନତା ଦିବସରେ ଗାନ କରାଯିବ ‘ବନ୍ଦେ ମାତରମ୍‌’ 🔴 ରାଜ୍ୟର ଯୁବପିଢିଙ୍କ ପାଇଁ ଖୁସି ଖବର,୧୩୨୬ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ