Masthead

ଅସ୍ତରଙ୍ଗ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରଭଙ୍ଗା ରୁଜା ଘଟଣା ରେ ଆଉ ୬ ଜଣ ଗିରଫ

 

ଅସ୍ତରଙ୍ଗ(ବଡ଼ ଖବର ବ୍ୟୁରୋ);

ଗତ କିଛି ଦିନତଳେ ଝାଡଲିଙ୍ଗ ଗ୍ରାମର ଜଣେ ଵ୍ୟକ୍ତି ଙ୍କ ଦୁର୍ଘଟଣା କୁ ନେଇ କିଛି ଲୋକଅସ୍ତରଙ୍ଗ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଭଙ୍ଗା ରୁଜା କରିଥିଲେ ।ଏହି ମାମଲା ରେ ଅସ୍ତରଙ୍ଗ ପୋଲିସ ଘଟଣା ସ୍ଥଳରୁ ତିନି ଜଣ କୁ ଗିରଫ କରିଥିଲେ । ଏହା ପରେ ଅସ୍ତରଙ୍ଗ ଥାନା ଅଧିକାରୀ ୧୪ଜଣକୁ ଗିରଫ କରିଥିଲେ ,ଆଉ ଅବଶିଷ୍ଟ ଫେରାର ଥିଲେ ।ଅସ୍ତରଙ୍ଗ ଥାନା ଅଧିକାରୀ ବାମ ଦେବ ନନ୍ଦ ଏକ ସ୍ୱତନ୍ତ୍ର ଟିମି ଗଠନ କରି ଛଅ ଜଣ କୁ ଗିରଫକରିବାରେ ସକ୍ଷମ ହୋଇଛନ୍ତି .ସେମାନଙ୍କୁ ନିମାପଡା କୋର୍ଟ ଚାଲାଣ କରାଯାଇଛି .ଭଙ୍ଗା ରୁଜା ଘଟଣା ରେ ମୋଟ ଅପରାଧୀ ଙ୍କ ସଂଖ୍ୟା ୨୩କୁ ବୃଦ୍ଧି ପାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର